ଜିଲା ପ୍ରଶାସନର ଭୋଟରଙ୍କ ନିମନ୍ତେ ସାଫା ଆପ

ବ୍ରହ୍ମପୁର ଅଫିସ,୨୧।୩: ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଚୁଡାନ୍ତ ବୁଥ ତାଲିକା ଓ ପିଙ୍କ ବୁଥ ତାଲିକା ପ୍ରକାଶ ପାଇଛି। ବ୍ରହ୍ମପୁରରେ ସହରରେ ୨୫୦ବୁଥ ହୋଇଥିବା ବେଳେ ୯୬ ବୁଥ ସମ୍ବେଦନଶୀଳ ଓ ୫୯ଟି ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ କରାଯାଇଛି। ତେବେ ୫ଟିକୁ ପିଙ୍କ ବୁଥ ଭାବେ ପ୍ରସ୍ତୁତ କରାଯାଇଛି। ଭୋଟର ଯେଭଳି ସହଜରେ ମତଦାନ କେନ୍ଦ୍ରରେ ପହଞ୍ଚିବେ ସେ ନେଇ ଜିଲା ପ୍ରଶାସନ ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ପ୍ରଶାସନ ଓ ବିଏମସି ପକ୍ଷରୁ ସାଫା ନାମକ ଏକ ଆପକୁ ପ୍ରସ୍ତୁତ କରାଯାଇଛି। ଏହି ଆପ୍‌ ମାଧ୍ୟମରେ ମତଦାତାମାନେ ସେମାନଙ୍କ ବୁଥ ସମ୍ବନ୍ଧୀୟ ତଥ୍ୟ ଜାଣିବାରେ ସହାୟକ ହେବେ। ଏହି ଆପ୍‌ରେ ଭୋଟର ନିଜ ପରିଚୟ ପତ୍ର ନମ୍ବର କିମ୍ବା ଇପିଆଇସି ନମ୍ବର ଜରିଆରେ ନିଜର ବୁଥ ସମ୍ବନ୍ଧୀୟ ତଥ୍ୟ ସହଜରେ ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri