ଜିଲା ପ୍ରଶାସନର ଭୋଟରଙ୍କ ନିମନ୍ତେ ସାଫା ଆପ

ବ୍ରହ୍ମପୁର ଅଫିସ,୨୧।୩: ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଚୁଡାନ୍ତ ବୁଥ ତାଲିକା ଓ ପିଙ୍କ ବୁଥ ତାଲିକା ପ୍ରକାଶ ପାଇଛି। ବ୍ରହ୍ମପୁରରେ ସହରରେ ୨୫୦ବୁଥ ହୋଇଥିବା ବେଳେ ୯୬ ବୁଥ ସମ୍ବେଦନଶୀଳ ଓ ୫୯ଟି ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ କରାଯାଇଛି। ତେବେ ୫ଟିକୁ ପିଙ୍କ ବୁଥ ଭାବେ ପ୍ରସ୍ତୁତ କରାଯାଇଛି। ଭୋଟର ଯେଭଳି ସହଜରେ ମତଦାନ କେନ୍ଦ୍ରରେ ପହଞ୍ଚିବେ ସେ ନେଇ ଜିଲା ପ୍ରଶାସନ ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ପ୍ରଶାସନ ଓ ବିଏମସି ପକ୍ଷରୁ ସାଫା ନାମକ ଏକ ଆପକୁ ପ୍ରସ୍ତୁତ କରାଯାଇଛି। ଏହି ଆପ୍‌ ମାଧ୍ୟମରେ ମତଦାତାମାନେ ସେମାନଙ୍କ ବୁଥ ସମ୍ବନ୍ଧୀୟ ତଥ୍ୟ ଜାଣିବାରେ ସହାୟକ ହେବେ। ଏହି ଆପ୍‌ରେ ଭୋଟର ନିଜ ପରିଚୟ ପତ୍ର ନମ୍ବର କିମ୍ବା ଇପିଆଇସି ନମ୍ବର ଜରିଆରେ ନିଜର ବୁଥ ସମ୍ବନ୍ଧୀୟ ତଥ୍ୟ ସହଜରେ ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକରଡ଼ା ଗ୍ରାମରେ ଝାଡ଼ାବାନ୍ତି : ଦୂଷିତ ପାଣି ପିଇ ୩୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଗୋପାଳପୁର,୩୦।୯-ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚିକରଡ଼ା ଗ୍ରାମରେ ଦୂଷିତ ପାଣି ପିଇ ରବିବାର ୩୦୦ରୁ ଊର୍ଦ୍ଧ୍ୱ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୋମବାର...

ଦୁର୍ଘଟଣା ରୋକିବା ପାଇଁ ନୂଆ ପ୍ରୟାସ, ଜାତୀୟ ରାଜପଥ କଡ଼ରେ ଲୋକଙ୍କ ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ,୩୧ା୧- ସଡକ ଦୁର୍ଘଟଣା ଜନିତ ମୃତ୍ୟୁହାର କମାଇବା ପାଇଁ ସରକାର ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏପରିକି ଦ୍ରୁତ ଗାଡି ଚାଳକଙ୍କୁ ସାବାଡ଼ କରିବା...

ଠକେଇ ଅଭିଯୋଗ: ୪ ଗିରଫ, ସ୍କର୍ପିଓ ଜବତ

ବ୍ରହ୍ମପୁର ଅଫିସ,୪|୮-ବୈଦ୍ୟନାଥପୁର ପୋଲିସ ୪ ଠକଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ଇଷ୍ଟ ଇଣ୍ଡିଆ-୧୮୧୮ ଲେଖା ହୋଇଥିବା ଏକ କଏନ (ମୁଦ୍ରା) ଯାହାକି ହନୁମାନ ପଇସା...

ପୁଣି ଚର୍ଚ୍ଚାରେ ଏସପି ସାରା ଶର୍ମା:ଅଧିକାରୀ, ଜନସାଧାରଣଙ୍କୁ ଦେଲେ ବ୍ୟାୟାମ ତାଲିମ

ପାରଳାଖେମୁଣ୍ଡି,୨୦-୧୧ (ସ୍ବ.ପ୍ର.):ପୁଣି ଚର୍ଚ୍ଚାରେ ଗଜପତି ଏସପି ସାରା ଶର୍ମା। ପୂର୍ବରୁ ମହିଳାଙ୍କ ସୁରକ୍ଷା ପାଇଁ ସି-ଟିମ୍‌ ଗଠନ କରିବା ସହ ଏଥିପାଇଁ ଗୀତଗାଇ ଚର୍ଚ୍ଚାକୁ ଆସିଥିଲେ।...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୪-ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।...

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର...

ରାସ୍ତା, ପୋଖରୀ କାମରେ ଅନିୟମିତତା ଅଭିଯୋଗ

ହିଞ୍ଜିଳିକାଟୁ,୭ା୭(ଡ଼ି.ଏନ୍‌.ଏ.) -ହିଞ୍ଜିଳିକାଟୁ ବ୍ଲକ ଗଣ୍ଡଳା ପଞ୍ଚାୟତ ପଳାସି ଗ୍ରାମର ଏକ ରାସ୍ତା କାମ ଓ ଆଦର୍ଶ ପୋଖରୀ ଖୋଳାରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଗ୍ରାମରେ...

ଅଖା ଗୋଦାମରୁ ଚୋରି ଘଟଣା : ୨ ଗିରଫ

ବ୍ରହ୍ମପୁର ଅଫିସ,୨୧।୯: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଅଖା ଗୋଦାମରୁ ଚୋରି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ...

Advertisement
Archives

Model This Week