Posted inଜାତୀୟ

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ ବିଚାରପତିଙ୍କ ମୃତଦେହ ସିଲିଂ ଫ୍ୟାନ୍‌ରୁ ଝୁଲୁଥିବା ଦେଖି ତାଙ୍କ ଭିଣୋଇ ପୋଲିସକୁ ଜଣାଇଥିଲେ। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବାବେଳେ ଆତ୍ମହତ୍ୟା ସନ୍ଦେହ କରାଯାଉଛି। ପୋଲିସ ସମସ୍ତ ଦିଗ ଉପରେ ତଦନ୍ତ ଚଳାଇଥିବା କହିଛି।

ଶୁକ୍ରବାର ରାତିରେ ଅମନ ତାଙ୍କ ବାପାଙ୍କୁ ଫୋନ୍ କରିଥିଲେ। ଫୋନରେ ସେ ତାଙ୍କ ବାପାଙ୍କୁ କହିଥିଲେ, “ମୁଁ ଅତ୍ୟନ୍ତ ଦୁଃଖରେ ଅଛି ଏବଂ ଜୀବନ ମୋ ପାଇଁ ଅସହ୍ୟ ହୋଇଯାଇଛି। ତାଙ୍କ ବାପା ତାଙ୍କ ପୁଅକୁ ପରାମର୍ଶ ଦେବାକୁ ଚେଷ୍ଟା କରିଥିଲେ ଏବଂ ସେହି ରାତିରେ ଅଲୱାରରୁ ଦିଲ୍ଲୀ ବାହାରିଥିଲେ।

ଶର୍ମା ୨୦୨୧ ଜୁନ୍‌ ୧୯ରେ ଦିଲ୍ଲୀ ନ୍ୟାୟିକ ସେବାରେ ଯୋଗ ଦେଇଥିଲେ। ଜଣେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଏବଂ ସିଭିଲ୍‌ ଜଜ୍‌ ଭାବେ ସେ ଅନେକ ଫୌଜଦାରୀ ଓ ଦଓ୍ବୋନୀ ମାମଲାର ଫଇସଲା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?