ସୁରକ୍ଷିତ କରୋନା ଟିକା ବିତରଣ: ସତର୍କ ସୂଚନା ଜାରି କଲା ଇଣ୍ଟରପୋଲ

ଲାୟୋନ,୩।୧୨: ପୃଥିବୀର ବିଭିନ୍ନ ଅଞ୍ଚଳରେ ସୁରକ୍ଷିତ ଭାବେ କରୋନା ଟିକା ବିତରଣ କରାଇବା ଲାଗି ଇଣ୍ଟରପୋଲ୍‌ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫ୍ରାନ୍ସ୍‌ର ଲାୟୋନ ସ୍ଥିତ ଇଣ୍ଟରପୋଲ୍‌ର ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଥିବା ବୈଠକରେ ଏସମ୍ପର୍କରେ ୧୯୪ ସଦସ୍ୟ ରାଷ୍ଟ୍ରଙ୍କୁ ସଚେତନ କରାଯାଇଛି। ଟିକା ବିତରଣବେଳେ ଆପରାଧୀକ ମାମଲା ଘଟିବାର ଆଶଙ୍କା ରହିଥିବା ଇଣ୍ଟରପୋଲ୍‌ ପକ୍ଷରୁ କୁହାଯାଇଛି। ଟିକା ଉତ୍ପାଦନକାରୀ କମ୍ପାନୀଙ୍କଠାରୁ କିଭଳି ସହଜରେ ଏହା ପ୍ରଭାବିତ ଅଞ୍ଚଳରେ ପହଞ୍ଚିପାରିବ ସେ ନେଇ ଯୋଜନା ପ୍ରସ୍ତୃତି ଉପରେ ଇଣ୍ଟରପୋଲ୍‌ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ଘାନୀଙ୍କ ନିର୍ବାଚନୀ ସଭାରେ ବିସ୍ଫୋରଣ

କାବୁଲ,୧୭।୯ : ଆଫଗାନିସ୍ତାନ ରାଷ୍ଟ୍ରପତି ଅଶରଫ ଘାନୀଙ୍କ ନିର୍ବାଚନୀ ସଭାରେ ମଙ୍ଗଳବାର ବିସ୍ଫୋରଣ ଘଟିଛି। ପରଓ୍ବାନ ପ୍ରଦେଶରେ ଘାନିଙ୍କ ନିର୍ବାଚନୀ ସଭାରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିବା...

ଚାଇନା କେମିକାଲ ପ୍ଲାଣ୍ଟରେ ବିସ୍ଫୋରଣ: ୪ ମୃତ

ବେଜିଂ,୧୫।୧୦: ଦକ୍ଷିଣ ଚାଇନାର ଗୁଆଙ୍ଗଜି ଜୁଆଙ୍ଗ ଅଟୋନମସ ରିଜିଅନରେ ଥିବା ଏକ କେମିକାଲ ପ୍ଲାଣ୍ଟରେ ମଙ୍ଗଳବାର ବିସ୍ଫୋରଣ ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ହେବା...

ଚାଇନା ଆପ୍‌ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍‌

ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ...

ସେନାକୁ ଭିକ ମାଗିଥିଲେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୮ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ କ୍ଷମତା ପାଇଁ ଏତେ ପାଗଳ ଥିଲେ ଯେ ସେ ନିଜ ସରକାର ବଞ୍ଚାଇବା ପାଇଁ ଶେଷ...

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

ଜନ କେରି କରୋନା ସଂକ୍ରମିତ, ଅନୁଭବ କରୁଛନ୍ତି ସାମାନ୍ୟ ଲକ୍ଷଣ

ମିଶ୍ର.୧୯ ।୧୧: ଆମେରିକାର ଜଳବାୟୁ ଦୂତ ଜନ କେରି ଶର୍ମ ଅଲ-ଶେଖ, ମିଶ୍ରରେ ଆୟୋଜିତ ସଂଯୁକ୍ତ ରାଷ୍ଟ୍ରର କପ-୨୭ ଜଳବାୟୁ ପରିବର୍ତ୍ତନ ଶିଖର ସମ୍ମିଳନୀରେ ଯୋଗ...

ପ୍ରଚଣ୍ଡ ବିସ୍ଫୋରଣରେ ଥରିଲା ରାଜଧାନୀ

ମୋଗାଦିଶୁ,୬।୩: ସୋମାଲିଆର ରାଜଧାନୀ ମୋଗାଦିଶୁରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ଘଟିଥିବା ଏହି ବିସ୍ଫୋରରରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ...

କାନାଡାର ଏୟାରସ୍ପେସ୍‌ରେ ପଶିଲା ରୁଷିଆ ଫ୍ଲାଇଟ୍‌

ଟୋରୋଣ୍ଟୋ,୨୮।୨: ରୁଷିଆନ ଏୟାରଲାଇନ୍‌ ଏରୋଫ୍ଲଟ୍‌ ରବିବାର କାନାଡାର ଏୟାରସ୍ପେସ୍‌ ବ୍ୟବହାର କରି ପ୍ରତିବନ୍ଧକ ଉଲ୍ଲଂଘନ କରିଛି। ଏ ନେଇ ରେଗୁଲେଟର ଟ୍ରାନ୍ସପୋର୍ଟ କାନାଡା ପକ୍ଷରୁ ରବିବାର...

Advertisement
Archives

Model This Week