Posted inଫୁରସତ

କର୍ମକ୍ଷେତ୍ରରେ ନିରାପତ୍ତା

କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସୁରକ୍ଷା ଏବଂ ନିରାପତ୍ତା ପ୍ରତି ଦୃଷ୍ଟିଦେବା ଅତ୍ୟନ୍ତ ଜରୁରୀ। ଏହା ଦ୍ୱାରା କର୍ମଚାରୀଙ୍କ କାର୍ଯ୍ୟକ୍ଷମତା ବୃଦ୍ଧି ସହିତ ବିକାଶଧାରା ଜାରି ରହିଥାଏ। ଏ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଏପ୍ରିଲ ୨୮ରେ କର୍ମକ୍ଷେତ୍ରରେ ନିରାପତ୍ତା ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇଥାଏ। ଏହି ଦିବସ ଜାତିସଂଘର ସ୍ବୀକୃତିକ୍ରମେ ପାଳିତ ହୋଇଥାଏ। ଏହି ଦିବସ ପାଳନ ଅବସରରେ କର୍ମକ୍ଷେତ୍ରରେ ନିରାପଦ ଭାବେ କାର୍ଯ୍ୟ ସମ୍ପାଦନ ଏବଂ ଦୁର୍ଘଟଣା ଆଦିକୁ ରୋକିବା ନେଇ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରାଯାଇଥାଏ। ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ ଦ୍ୱାରା ଜାରି ହୋଇଥିବା ମାନଦଣ୍ଡ ଆଧାରରେ କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସୁରକ୍ଷାକୁ ସୁନିଶ୍ଚିତ କରାଯାଇଥାଏ। କର୍ମକ୍ଷେତ୍ରରେ ନିରାପତ୍ତା ସ୍ବାସ୍ଥ୍ୟ ଦିବସ ପ୍ରଥମେ ୨୦୦୩ରେ ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ ଦ୍ୱାରା ପାଳନ କରାଯାଇଥିଲା ।
ସେବେଠାରୁ ଏହା ପ୍ରତିବର୍ଷ ପାଳିତ ହୋଇଆସୁଛି। ଏପ୍ରିଲ ୧୯୯୬ ମସିହାଠାରୁ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବିଶ୍ୱରେ ମୃତ ଓ ଆହତ ଶ୍ରମିକମାନଙ୍କ ପାଇଁ ୨୮ ଏପ୍ରିଲରେ ଅନ୍ତର୍ଜାତୀୟ ସ୍ମୃତି ଦିବସ ପାଳନ କରାଯାଉଛି। ଏହାର ସ୍ମୃତିରେ କର୍ମକ୍ଷେତ୍ରରେ ନିରାପତ୍ତା ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇଥାଏ। ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇ କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସୁରକ୍ଷାକୁ ନିଶ୍ଚିତ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri