Posted inଖେଳ

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଏହାର ଅଭିଯାନ ଆରମ୍ଭ କରିଛି।

ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିବା ପରେ ଖେଳର ୪୯ତମ ମିନିଟ୍‌ରେ ପର୍ଲ ଫର୍ନାଣ୍ଡିଜ ଏକମାତ୍ର ଗୋଲ୍‌ଟିକୁ ସ୍କୋର କରିଥିଲେ। ଏହା ଯଦିଓ ଏକ ୧୯ବର୍ଷରୁ କମ୍‌ ଟୁର୍ନାମେଣ୍ଟ ଚଳିତବର୍ଷ ପରବର୍ତ୍ତୀ ଭାଗରେ ହେବାକୁଥିବା ୧୭ବର୍ଷରୁ କମ୍‌ ଏଏଫ୍‌ସି ଏସିଆନ କପ୍‌ ଲାଗି ପ୍ରସ୍ତୁତିର ଏକ ଅଂଶ ବିଶେଷ ସ୍ବରୂପ ଭାରତର ୧୭ ବର୍ଷରୁ କମ୍‌ ଦଳ ଏଥିରେ ଅଂଶଗ୍ରହଣ କରିଛି।

ପାମେଲା କୋଣ୍ଟି ଚଳିତ ମାସ ପ୍ରାରମ୍ଭରେ ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ଅଧୀନରେ ଭାରତର ୧୭ ବର୍ଷରୁ କମ୍‌ ଦଳର ଏହା ହେଉଛି ପ୍ରଥମ ମ୍ୟାଚ। ତାଙ୍କ ନିର୍ଦ୍ଦେଶକ୍ରମେ ରେଡିମା ଦେବୀ ଚିଙ୍ଗ୍‌ଖାମାୟୁମ୍‌ ଓ ଆଲ୍‌ଭା ଦେବୀ ସେନ୍‌ଜାମ ଜୁନିୟର ଭାରତୀୟ ଦଳରେ ସେମାନଙ୍କ ପଦାର୍ପଣ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri