Posted inଖେଳ

ପିତା ହେବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

ନିକଟରେ ଭାରତୀୟ କ୍ରିକେଟର୍‌ ବିରାଟ୍‌ କୋହଲି ପିତା ହେବା କଥା ଘୋଷଣା କରିଥିଲେ। ଏବେ ଆଉ ଜଣେ ଲୋକପ୍ରିୟ କ୍ରିକେଟର୍‌ ପିତା ହେବାକୁ ଯାଉଛନ୍ତି। ସେ ହେଉଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ବୋଲର୍‌ ଜାହିର୍‌ ଖାନ। ଜାହିରଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ସାଗରିକା ଘାଟଗେ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଅବଶ୍ୟ ଏନେଇ ଉଭୟ ଚୁପ୍‌ ଅଛନ୍ତି। ଜାହିର୍‌ ଖାନ୍‌ ୨୦୧୭ ନଭେମ୍ବରରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ନିକଟରେ ଜାହିର ନିଜର ୪୨ତମ ଜନ୍ମଦିନ ପାଳନ କରିଛନ୍ତି। ସାଗାରିକାଙ୍କ ପୂର୍ବରୁ ଅନେକ ଚଳଚ୍ଚିତ୍ର ଏବଂ ଟିଭି ଅଭିନେତ୍ରୀ ଗର୍ଭବତୀ ଥିବା ଖବର ଆସିଛି। ଅନୁଷ୍କା ଶର୍ମା, କରୀନା କପୁର ଏବଂ ସୈଫ ଅଲ୍ଲୀ ଖାନ, ଅନୀତା ହାସନନ୍ଦାନୀଙ୍କ ପରି ଅନେକ ସେଲବ୍ରିଟି ଗର୍ଭବତୀ ଥିବା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?