ସାଗୁ ଖେଚୁଡ଼ି

ଆବଶ୍ୟକ ସାମଗ୍ରୀ
ସାଗୁ-୧କପ୍‌, ଆଳୁ-୧ଟି (ବଡ଼), ବାଦାମ- ୧କପ୍‌, କଞ୍ଚାଲଙ୍କା- ୨ଟି, ଘିଅ- ୨ ଚାମଚ, ଆବଶ୍ୟକ ଅନୁସାରେ ତେଲ ଏବଂ ଲୁଣ।
ପ୍ରସ୍ତୁତି ପ୍ରଣାଳୀ
ସର୍ବପ୍ରଥମେ ସାଗୁକୁ କିଛି ଘଣ୍ଟା ପର୍ଯ୍ୟନ୍ତ ଭିଜାଇ ଦିଅନ୍ତୁ। ଭିଜିବା ପରେ ତାକୁ ପାଣିରୁ ଛାଣିଦିଅନ୍ତୁ। ତେବେ ସାଗୁକୁ ଏତେ ଅଧିକ ସମୟ ଭିଜାନ୍ତୁ ନାହିଁ, ଯାହାଫଳରେ ସାଗୁ ଅତ୍ୟଧିକ ନରମ ହୋଇ ମିଳେଇଯିବ। ଏହାପରେ ଆଳୁରୁ ଚୋପା ଛଡ଼ାଇ ତାକୁ ଛୋଟ ଛୋଟ ଖଣ୍ଡକରି କାଟିଦିଅନ୍ତୁ। ଏବେ ବାଦାମମଞ୍ଜିକୁ କଡ଼େଇରେ ଭାଜି ବାହାର କରିଦିଅନ୍ତୁ। ପୁଣି ଥରେ କଡ଼େଇକୁ ଚୁଲିରେ ବସାଇ ସେଥିରେ ଘିଅ ପକାଇ କଞ୍ଚାଲଙ୍କା ଓ ଆଳୁ ପକାଇ ଭାଜନ୍ତୁ। ଲୁଣ ପକାଇ ଆଳୁକୁ କିଛି ସମୟ ଘୋଡ଼ାଇ ଦିଅନ୍ତୁ। ଆଳୁ ସିଝିଗଲା ପରେ ସେଥିରେ ବାଦାମ ଭଜା ଓ ସାଗୁ ପକାଇ ଭଲଭାବେ ମିଶାଇ ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ସାଗୁ ଖେଚୁଡ଼ି। ଏଥିରେ ଧନିଆପତ୍ର ପକାଇ ପରଷି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri