ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି।

ଭାଜପା ସରକାର ଆସିଲେ ଆୟୁଷ୍ମାନ ଭାରତ ଲାଗୁ ହେବ। ମୋଦିଜୀ ପ୍ରତି ବ୍ୟକ୍ତିଙ୍କୁ ୫ କେଜି ଚାଉଳ ଦେଉଛନ୍ତି। ନବୀନ ବାବୁ ଉକ୍ତ ଚାଉଳକୁ ନିଜ ବ୍ୟାଗରେ ଭର୍ତ୍ତି କରି ଦେଉଛନ୍ତି। ଲୋକ ବ୍ୟାଗ ଖାଇବେନି, ଦମ୍‌ ଅଛି ତ ଆଉ ୨ କେଜି ଚାଉଳ ଦିଅ।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri