୨୬ରେ ଓଡ଼ିଶା ଆସିବେ ଶାହା

ଭୁବନେଶ୍ୱର,୧୧ା୩(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଚଳିତମାସ ୨୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ଆସି ଶାହା ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀ ସାଆଁଳପୁରରେ ଏକ ସାଧାରଣ ସଭା କରିବେ। ଏନେଇ ଶନିବାର ଏକ ଖବରଦାତା ସମ୍ମିଳନୀରେ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି।

ପ୍ରଥମେ ସେ ଭଦ୍ରକ ଜିଲାର ଧାମନଗର ନିର୍ବାଚନମଣ୍ଡଳୀ ଯାଇ ସେଠାରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ। ପରେ ଭୁବନେଶ୍ବର ଫେରି ଶାହା ଦଳୀୟ କର୍ମୀ, ଏମ୍‌ପି ଏବଂ ବିଧାୟକଙ୍କ ସହ ଏକ ବୈଠକ କରିବା   ପରେ  ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଥିବା ଲେଖାଶ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri