ମୁଖ୍ୟମନ୍ତ୍ରୀଙ୍କ ବାୟୋପିକରେ ନଜର ଆସିବେ ସହଦେବ

ମୁମ୍ବାଇ: ବଚପନ କା ପ୍ୟାର ଗୀତ ଗାଇ ରାତାରାତି ଷ୍ଟାର ପାଲଟିଥିବା ଛତିଶଗଡ଼ର ଶିଶୁ ମହାଦେବ ଏବେ ଅଭିନୟ ଦୁନିଆରେ ପାଦ ରଖିବେ ବୋଲି ଜଣାପଡିଛି । ସହଦେବଙ୍କର ଏବେ ବହୁ ପ୍ରଶଂସକ ହୋଇଯାଇଥିବା ବେଳେ ଏବେ ସେ ଚଳଚ୍ଚିତ୍ରରେ କାମ କରିବେ ବୋଲି ଜଣାପଡିଛି । ନିଜ କଣ୍ଠରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ସହଦେବ ନିଜ ରାଜ୍ୟ ଅର୍ଥତ୍ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ବାୟୋପିକରେ କାମ କରିବାକୁ ଯାଉଛନ୍ତି । ଏଥିପାଇଁ ନିର୍ଦ୍ଦେଶକ ନିଜେ ତାଙ୍କୁ ଅଭିନୟ ଶିଖାଇବେ ବୋଲି କହିଛନ୍ତି । ନିଜ ରାଜ୍ୟ ତଥା ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ବାୟୋପିକରେ ସହଦେବ ମୁଖ୍ୟମନ୍ତ୍ରୀଙ୍କ ପିଲାଦିନର ଚରିତ୍ର ପ୍ଲେ କରିବେ । ଶୁଣିବାକୁ ମିଳିଛି କି ଅଜିତ ଯୋଗୀଙ୍କ ବାୟୋପିକ ନିର୍ମାଣ କରିବାକୁ କେତେଜଣ ମେକର୍ସ ଆଗେଇ ଆସିଛନ୍ତି । ଆଉ ଏଥିରେ ଅଜିତଙ୍କ ପିଲାଦିନର ଚରିତ୍ର ପାଇଁ ସହଦେବ ଠିକ୍ ଅଭିନୟ କରିବେ ବୋଲି ଜଣାପଡିଛି । ଏହି ଫିଲ୍ମ ପାଇଁ ଅଜିତ ଯୋଗୀଙ୍କ ପୁଅ ଅମିତ ଯୋଗୀଙ୍କଠାରୁ ପରମିଶନ ନିଆଯାଇଛି । ଏହା ରାଜଶ୍ରୀ ସିନମା ବ୍ୟାନର ତଳେ ପ୍ରସ୍ତୁତ କରାଯିବ । ମନୋଜ ଖରେ, ଅରବିନ୍ଦ କୁର୍ରେ ଫିଲ୍ମର ନିର୍ମାତା ହୋଇଥିବା ବେଳେ ବଲିଉଡ ସିଙ୍ଗର ଉଦିତ ନାରାୟଣ ଏହି ଫିଲ୍ମ ପାଇଁ ଗୀତ ଗାଇ ସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?