ଆବାସ ଗୃହ ନିର୍ମାଣକୁ ସାହି ବାସିନ୍ଦାଙ୍କ ବିରୋଧ

ଗଞ୍ଜାମ,୭।୧(ଡି.ଏନ୍‌.ଏ.): ଗଞ୍ଜାମ ସହର ୱାର୍ଡ ନଂ ୫ ମେଡିକାଲ ଗଳି ସ୍ଥିତ ରାମେୟା ବନ୍ଧ ହିଡ଼ରେ ଦୀର୍ଘ ବର୍ଷ ହେବ କିଛି ଭୂମିହୀନ ଲୋକ ବାସ କରି ଆସୁଛନ୍ତି । ସେମାନଙ୍କ ଥଇଥାନ ପାଇଁ ଏନ୍‌ଏସି ପ୍ରଶାସନ ବାଲିସାହିଠାରେ ଆବାସ ଗୃହ ନିର୍ମାଣ କରିବା ଲକ୍ଷ ରଖିଛି । ଏ ନେଇ ଶୁକ୍ରବାର ଏନ୍‌ଏସି ସାନିଟେସନ ଏକ୍ସପର୍ଟର ସୁମିତ ବେହେରା, କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡା ଓ ଉତ୍ତମ ବେହେରା ଉକ୍ତ ସାହିକୁ ଜେସିବି ନେଇ ଯିବା ପରେ ବାଲିସାହି ବାସିନ୍ଦା ଏହାର ପ୍ରବଳ ବିରୋଧ କରିଥିଲେ । ଆମ ସାହିରେ ଅନ୍ୟ ସାହି ଲୋକଙ୍କୁ ଆମେ ଜାଗା ଦେବୁ ନାହିଁ ବୋଲି ଜେସିବି ଆଗରେ ବସିରହିଥିଲେ । ଫଳରେ କୌଣସି ଉପାୟ ନ ପାଇ ଏନଏସି କର୍ମଚାରୀମାନେ ଫେରି ଯାଇଥିଲେ । ଅନ୍ୟପଟେ ଏଥିପାଇଁ ପ୍ରଶାସନ ସାହି ବାଲାଙ୍କୁ ନୋଟିସ କରି ନ ଥିବା ସାହି ଲୋକେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri