ସାଇ ଇଣ୍ଟରନ୍ୟାଶନାଲ ହୋଟେଲ ଉଦ୍‌ଘାଟିତ

ପାରଳାଖେମୁଣ୍ଡି,୨୧ା୩(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ରବିବାର ସାଇ ଇଣ୍ଟରନ୍ୟାଶନାଲ ହୋଟେଲ ଉଦ୍‌ଘାଟିତ ହୋଇଯାଇଛି। ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଆରକ୍ଷୀ ଅଧିକ୍ଷକ ଏସ୍‌.ସ୍ବାତି କୁମାର ସମେତ ବହୁ ବିଶିଷ୍ଠ ବ୍ୟକ୍ତି ବିଶେଷ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ବିଶେଷ କରି ଶିଳ୍ପବିହୀନ ଗଜପତି ଜିଲାରେ ପର୍ଯ୍ୟଟନ ଏକମାତ୍ର ଉତ୍ସ ହୋଇଥିବା ବେଳେ ପର୍ଯ୍ୟଟକଙ୍କ ରହିବା ଏବଂ ବୁଲିବାର କୌଣସି ସୁବିଧା ନ ଥିଲା। ହେଲେ ସାଇ ଇଣ୍ଟରନ୍ୟାଶନାଲ ହୋଟେଲ ଉଦ୍‌ଘାଟନ ହେବାରୁ ବର୍ତ୍ତମାନ ପର୍ଯ୍ୟଟକମାନେ ସମସ୍ତ ସୁବିଧା ପାଇପାରିବେ। ଏଠାରେ ପର୍ଯ୍ୟଟକଙ୍କୁ ଆରାମଦାୟକ ରହିବା, ଖାଇବା, ପିଇବାର ସମସ୍ତ ବ୍ୟବସ୍ଥା ରହିଛି। ଜିଲାରେ ପ୍ରଥମ ଥର ପାଇଁ ତିନିତାରକା ହୋଟେଲ ଖୋଲିଛି। ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟୋଗର ବିକାଶ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri