କଶ୍ମୀର ପଣ୍ଡିତଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଫସିଲେ ଅଭିନେତ୍ରୀ

ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାଇ ପଲ୍ଲବୀ କଶ୍ମୀରୀ ପଣ୍ଡିତଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଫସିଯାଇଛନ୍ତି। ନିକଟରେ ସାଇ ଆଗାମୀ ଚଳଚ୍ଚିତ୍ର ‘ବିରାଟ ପର୍ବମର’ ପ୍ରମୋଶନ ସମୟରେ ବଲିଉଡ ଫିଲ୍ମ କଶ୍ମୀର ଫାଇଲ୍ସରେ ପ୍ରଦର୍ଶିତ କଶ୍ମୀର ପଣ୍ଡିତଙ୍କ ଦୃଶ୍ୟକୁ ଗୋ ସୁରକ୍ଷା ନାଁରେ ହେଉଥିବା ମୋବ ଲିଞ୍ଚିଂ ସହିତ ତୁଳନା କରିଛନ୍ତି। ତାଙ୍କର ଏହି ମନ୍ତବ୍ୟକୁ ନେଇ ସାରା ଦେଶରେ ବିରୋଧର ସ୍ବର ଉଠିଛି।
ନିକଟରେ ଏକ ସାକ୍ଷାତ୍‌କାରରେ ସାଇ କହିଛନ୍ତି, କିଛିଦିନ ପୂର୍ବରୁ ଗୋଟିଏ ଟ୍ରକ୍‌ରେ ଭର୍ତ୍ତି ହୋଇଥିବା ଗାଈଙ୍କୁ ନେଇ ଯାଉଥିବା ଜଣେ ମୁସଲମାନ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ମାଡ ମରା ଯାଇଥିଲା। ପରେ ଜୟ ଶ୍ରୀରାମ ବୋଲି ନାରା ଦିଆଯାଇ ସହ ଉକ୍ତ ବ୍ୟକ୍ତିଙ୍କୁ ମଧ୍ୟ ଜୟ ଶ୍ରୀରାମ ଜପ କରିବାକୁ ବାଧ୍ୟ କରାଯାଇଥିଲା। ହେଲେ ଏପରି କାହିଁକି ବୋଲି ପ୍ରଶ୍ନ କରିଛନ୍ତି ସାଇ। କାରଣ ଏ ଦୁଇଟି ଘଟଣା ହେଉଛି ଧାର୍ମିକ ହିଂସା। ମୋ ମତରେ ଏପରି ସ୍ଥିତିରେ କୌଣସି ପ୍ରକାରର ଭେଦଭାବ କରାଯିବା ଅନୁଚିତ। ମୋତେ ସେହି ଲୋକଙ୍କୁ ରକ୍ଷା କରିବା ପାଇଁ ଶିକ୍ଷା ଦିଆଯାଇଛି, ଯେଉଁମାନେ ସଙ୍କଟରେ ଅଛନ୍ତି ବୋଲି ସାଇ କହିଛନ୍ତି। ପଲ୍ଲବୀଙ୍କର ଏପରି ମନ୍ତବ୍ୟକୁ ସୋସିଆଲ ମିଡିଆରେ ପ୍ରବଳ ବିରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦୁଇଟି ଓଡ଼ିଆ ଫିଲ୍ମରେ କଣ୍ଠଦାନ କରିଥିଲେ ଲତା

ଭୁବନେଶ୍ୱର,୬ା୨(ବ୍ୟୁରୋ): ଚାଲିଗଲେ ସୁରର ରାଣୀ ଲତା ମଙ୍ଗେସକର। ସଙ୍ଗୀତ ବ୍ୟତୀତ ସେ ଆଉ କେଉଁ କଥାରେ ଅଧିକ ଗୁରୁତ୍ୱ ଦେଉ ନ ଥିଲେ। ସେ ୩୦ରୁ...

ମୁମ୍ବାଇ ରାସ୍ତାରେ ସାଣ୍ଟା ରୂପରେ ବୁଲୁଛନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଜରୀନ ଖାନ୍‌ ମୁମ୍ବାଇ ରାସ୍ତାରେ ବୁଲୁଥିବାର ଏକ ଭିଡିଓ ଏବେ ସୋସିଆଲ ଭିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜରୀନଙ୍କୁ ସାଣ୍ଟା ରୂପରେ...

କରୋନାକୁ ହରାଇ ଘରକୁ ଫେରିଲେ ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୧୮।୪: ବଲିଉଡ୍‌ ପ୍ରଯୋଜକ କରିମ ମୋରାନି ଓ ତାଙ୍କ ୨ଝିଅ ଶଜା ଓ ଜୋଆ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିଲେ। ପୂର୍ବରୁ କରୋନା କବଳରୁ ଶଜା...

ଓସ୍କାର ବିଜେତାଙ୍କୁ କିପରି ଚୟନ କରାଯାଏ, ଜାଣନ୍ତୁ…

ମୁମ୍ବାଇ: ଓସ୍କାର ଆଓ୍ବାର୍ଡ ମନୋରଞ୍ଜନ ଜଗତର ଅନ୍ୟତମ ସମ୍ମାନଜନକ ପୁରସ୍କାର ଭାବରେ ପରିଗଣିତ ହୁଏ। ତେବେ ସୋମବାର ଓସ୍କାର ପୁରସ୍କାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତ...

କରୋନା ସହ ଲଢିବାକୁ ପ୍ରଭାସ ଦେଲେ ୪ କୋଟି ଟଙ୍କା

ମୁମ୍ବାଇ: ବାହୁବଳୀ ଫେମ୍‌ ପ୍ରଭାସ କରୋନା ସଂକ୍ରମଣ ପାଇଁ ୪ କୋଟି ଟଙ୍କା ଦାନ କରିଥିବା ସୂଚନା ମିଳିଛି। ଏହି ଅଭିନେତା ଗୁରୁବାର ପ୍ରଧାନମନ୍ତ୍ରୀ ରିଲିଫ୍‌...

ମହଙ୍ଗା ପଡିଲା ବନ୍ୟଜନ୍ତୁଙ୍କ ସହ ଫଟୋ ଉଠାଇବା

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ରିତି ସାନନ ଏବେ ଜାମ୍ବିୟାରେ ଛୁଟି କଟାଉଥିବା ଶୁଣିବାକୁ ମିଳିଛି। ଏଠାରେ  ବନ୍ୟଜନ୍ତୁଙ୍କ ସହ କିଛି ମୁହୂର୍ତ୍ତ କାଟିଥିବା ବେଳେ ଏହାର...

ରାଜ୍ୟରେ ଥମୁନି କରୋନା, ଫିଲ୍ମ ରିଲିଜ୍‌ କରିବାକୁ ଅଡ଼ି ବସିଛନ୍ତି ସାଉଥ୍‌ ଷ୍ଟାର ବିଜୟ

ଚେନ୍ନାଇ,୨୮ା୧୨- ତାମିଲନାଡୁରେ ଏବେ ଦିନକୁ ହଜାରେରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଉ ରାଜ୍ୟରେ ଏପର୍ଯ୍ୟନ୍ତ ୧୨,୦୬୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି,...

ମା’ଙ୍କ ମୃତ୍ୟୁ ପରେ କାନ୍ଦି ନ ଥିଲେ ସଞ୍ଜୟ ଦତ୍ତ: ଜାଣନ୍ତୁ କାହିଁକ…

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଫୁସ୍‌ଫୁସ୍‌ କର୍କଟ (କ୍ୟାନସର) ରୋଗରେ ପୀଡିତ ଅଛନ୍ତି। ବର୍ତ୍ତମାନ ଏହା ତୃତୀୟ ଷ୍ଟେଜ୍‌ରେ ଅଛି। ଏହି ଖବର ଜଣାପଡ଼ିବା ପରେ...

Advertisement
Archives

Model This Week