ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ ଭାଗ ଚଳିତ ବର୍ଷ ମୁକ୍ତିଲାଭ କରିବାକୁ ଥିବାବେଳେ, ଦ୍ୱିତୀୟ ଭାଗର ଶୁଟିଂ ଏପର୍ଯ୍ୟନ୍ତ ବାକି ଅଛି। ଏହାସତ୍ତ୍ୱେ ନିର୍ମାତାମାନେ ଅନ୍ୟ ଫିଲ୍ମ ପାଇଁ ତାଙ୍କୁ ସାଇନ୍‌ କରିବାକୁ ଅନୁରୋଧ କରୁଛନ୍ତି। ତେଣୁ ଅଭିନେତ୍ରୀ ଆଗାମୀ ମାସଗୁଡ଼ିକରେ ଅଧିକ ଦକ୍ଷିଣ ଭାରତୀୟ ଫିଲ୍ମରେ କାମ କରିବାକୁ ଚାହୁଁଛନ୍ତି। ସେ ଧନୁଷଙ୍କ ସହ ଏକ ଫିଲ୍ମରେ ନଜର ଆସିବାକୁ ଯାଉଛନ୍ତି। ଏଥିରେ ସେ ଜଣେ ପୋଲିସ ଅଧିକାରୀ ଭୂମିକାରେ ଅଭିନୟ କରିବେ ବୋଲି ଆଶା କରାଯାଉଛି।

ଏହି ଫିଲ୍ମକୁ ରାଜକୁମାର ପେରିଆସାମି ନିର୍ଦ୍ଦେଶନା ଦେଉଛନ୍ତି। ଏହି ଆକ୍ସନ-ଥ୍ରିଲରରେ ଧନୁଷଙ୍କ ସହିତ ମାମୁଟି, ସାଇ ପଲ୍ଲବୀ ଏବଂ ଶ୍ରୀଲିଲା ଅଛନ୍ତି। ଏହା ଧନୁଷଙ୍କ ନିଜସ୍ବ ବ୍ୟାନର ୱଣ୍ଡରବାର୍‌ ଫିଲ୍ମସ ଦ୍ୱାରା ପ୍ରଯୋଜନା କରାଯାଇଛି। ମାମୁଟି ଏହି ସିନେମାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?