ଯାତ୍ରା ସମରରେ ସାଇ ସମ୍ରାଟ, ସ୍ବର୍ଣ୍ଣ ମନ୍ଦିର

ଭୁବନେଶ୍ୱର,୫।୨(ବ୍ୟୁରୋ): ଖଣ୍ଡଗିରି କୁମ୍ଭମେଳା ଅବସରରେ ଚାଲିଥିବା ଯାତ୍ରା ମହାସମର ଧୀରେ ଧୀରେ ଜମୁଛି। ରେକର୍ଡ ଡ଼୍ୟାନ୍ସ ସହ ଖଳନାୟକର ଛାତି ଥରା ସଂଳାପ ରାତିର ନିରବତା ଭାଙ୍ଗୁଛି। ଯାତ୍ରାଶ୍ରୀ ବିଶ୍ୱଦରବାର ବିଦାୟ ନେବା ପରେ ଶନିବାର ଅପେରା ସାଇ ସମ୍ରାଟ ଲଢ଼େଇରେ ସାମିଲ ହୋଇଥିଲା। ‘ଇଏ କେମିତିକା ପ୍ରତାରଣା’ ଶୀର୍ଷକ ନାଟକ ପରିବେଷଣ କରାଯାଇଥିଲା। ବରମୁଣ୍ଡା ନୀଳକଣ୍ଠେଶ୍ୱର କମିଟି ପକ୍ଷରୁ ଅପେରା ସ୍ବର୍ଣ୍ଣମନ୍ଦିରରେ ନାଟକ ପରିବେଷଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଚର୍ଚ୍ଚିତ ଅଭିନେତ୍ରୀ ରାନୀ ପଣ୍ଡାଙ୍କ ଜୀବନୀକୁ ନେଇ ପ୍ରସ୍ତୁତ ‘ଘୋଡ଼ାହାତୀ ଗଣ୍ଡାକୁ ଗଣ୍ଡା, ଏକା ଲଢ଼ିବ ରାଣୀ ପଣ୍ଡା’ ମଞ୍ଚସ୍ଥ ହୋଇଥିଲା। ତେବେ ପୂର୍ବରୁ ଆଇଟମ୍‌ ଡ୍ୟାନ୍ସ କରି ବିବାଦୀୟ ହୋଇପଡ଼ିଥିତ୍ବା ରାନୀଙ୍କ ଅଭିନୟ ଯାଦୁ ମଞ୍ଚରେ ଦେଖିବାକୁ ମିଳିଥିଲା। ସେ ମୁଖ୍ୟ ଚରିତ୍ରରେ ଦର୍ଶକଙ୍କୁ ଭେଟି ଦେଇଥିଲେ। ସେହିପରି ଶିବାନୀ ଗଣନାଟ୍ୟ, ସୂର୍ଯ୍ୟମନ୍ଦିର ଓ ରାଜଧାନୀ ଅପେରା ପ୍ରତିଦିନ ସମାନ ନାଟକ ପରିବେଷଣ କରି ଫେରିଥିବାବେଳେ ୧୦ ତାରିଖ ପର୍ଯ୍ୟନ୍ତ ଅପେରା ରଙ୍ଗ ମହଲରେ ନାଟକ ପରିବେଷଣ କରିବ। ତେବେ ଚତୁର୍ଥ ରାତିରେ ମଧ୍ୟ ସମାନ ନାଟକ ‘ଚାଲିବା ଆଗରୁ ବାଟ ସାରିଲା’ ଦେଖିବାକୁ ମିଳିଥିଲା।
୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଡ. ହରେକୃଷ୍ଣ ମହତାବ ପେଣ୍ଡାଲରେ ତୁଳସୀ ଗଣନାଟ୍ୟ ଯାତ୍ରାପ୍ରେମୀଙ୍କ ମନୋରଞ୍ଜନ କରିବ। ସେହିପରି ସନାତନ ମଣ୍ଡପରେ ୫ରୁ ୧୦ ତାରିଖ ପର୍ଯ୍ୟନ୍ତ କୋଣାର୍କ ଗଣନାଟ୍ୟ ଦମଦାର ନାଟକ ପରିଦର୍ଶନ କରିବ। ଅନ୍ୟପଟେ ଇନ୍ଦିରା ସାଂସ୍କୃତିକ ମଣ୍ଡପରେ ୭ରୁ ୧୦ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଗଣନାଟ୍ୟ ମଞ୍ଚ ଦୁଲୁକାଇବ। ମା’ ମଙ୍ଗଳା ମଣ୍ଡପରେ ୫ରୁ ୧୦ ତାରିଖ ପର୍ଯ୍ୟନ୍ତ ଦର୍ଶକଙ୍କୁ ବାନ୍ଧି ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri