Posted inଜାତୀୟ

ସାଇବାବା ଦୋଷମୁକ୍ତ ରାୟ ଉପରେ ସ୍ଥଗିତାଦେଶ ଆବେଦନ ଖାରଜ

ନୂଆଦିଲ୍ଲୀ,୧୨।୩(ପି.ଟି.): ମାଓବାଦୀଙ୍କ ସହ ସମ୍ପୃକ୍ତି ମାମଲାରେ ଦିଲ୍ଲୀ ୟୁନିଭର୍ସିଟିର ପୂର୍ବତନ ପ୍ରଫେସର ଜି.ଏନ୍‌. ସାଇବାବାଙ୍କୁ ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଥିବାବେଳେ ଏହା ଉପରେ ସ୍ଥଗିତାଦେଶ ପାଇଁ ମହାରାଷ୍ଟ୍ର ସରକାର କରିଥିବା ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ତେବେ ହାଇକୋର୍ଟଙ୍କ ମାର୍ଚ୍ଚ ୫ ରାୟ ବିରୋଧରେ ସରକାରଙ୍କ ଅପିଲ୍‌କୁ ଶୁଣାଣି ପାଇଁ ଜଷ୍ଟିସ୍‌ ବି.ଆର୍‌. ଗଭାଇ ଏବଂ ସନ୍ଦିପ୍‌ ମେହେଟ୍ଟାଙ୍କ ଖଣ୍ଡପୀଠ ଗ୍ରହଣ କରିଛନ୍ତି। ଅନ୍ୟପକ୍ଷରେ ତ୍ୱରିତ୍‌ ଶୁଣାଣି ପାଇଁ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁଙ୍କ ଅନୁରୋଧକୁ ମଧ୍ୟ ଖଣ୍ଡପୀଠ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri