ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ମରଣାନ୍ତକ ଆକ୍ରମଣ, ଘରେ ପଶି ତିନିଥର ଛୁରୀ ଭୁସିଲେ

ମୁମ୍ବାଇ,୧୬ା୧: ବଲିଉଡରୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଖବର। ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଛୁରୀରେ ଆକ୍ରମଣ ହୋଇଛି। ଘରେ ପଶି ଜଣେ ଚୋର ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ କରିଥିଲା। ଅଭିନେତା ବର୍ତ୍ତମାନ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଆକ୍ରମଣ କିଏ ଏବଂ କାହିଁକି କରିଛି ତାହା ଜାଣିବାକୁ ପୋଲିସ ଚେଷ୍ଟା କରୁଛି।

କୋଉଠି ଥିଲେ କରିନା ?
ଆକ୍ରମଣ ସମୟରେ ପରିବାରର ଅନ୍ୟ ସଦସ୍ୟମାନେ କେଉଁଠି ଥିଲେ ସେ ବିଷୟରେ ବର୍ତ୍ତମାନ କୌଣସି ସୂଚନା ମିଳିପାରି ନାହିଁ। କିନ୍ତୁ କରିସ୍ମା କପୁର ୯ ଘଣ୍ଟା ପୂର୍ବରୁ ଇନଷ୍ଟା ଷ୍ଟୋରୀରେ ଏକ ପୋଷ୍ଟ ସେୟାର କରିଥିଲେ। ସେ ତାଙ୍କ ଭଉଣୀ କରୀନା କପୁର, ରିଆ ଏବଂ ସୋନମ କପୁରଙ୍କ ସହ ପାର୍ଟିରେ ଥିଲେ। ଏହି ପାର୍ଟିରେ କରୀନା ଉପସ୍ଥିତ ଥିଲେ। ତେବେ ସୈଫଙ୍କ ଉପରେ ଆକ୍ରମଣ ସମୟରେ କରିନା ପାର୍ଟିରେ ଥିଲେ କିମ୍ବା ପହଂଚି ଯାଇଥିଲେ, ସେ ନେଇ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri