ସୈଫ ଅଲ୍ଲୀ ଖାନ୍‌ ଦେଲେ ଝିଅଙ୍କୁ ପରାମର୍ଶ, ପୁଅ ଇବ୍ରାହିମଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ…

ମୁମ୍ବାଇ: ସୈଫ-ଅଲ୍ଲୀ ଖାନ୍‌ ନିକଟରେ ନିଜ ମାଆ ଶର୍ମିଲା ଟାଗୋରଙ୍କ ସହ କଫି ଓ୍ବିଥ କରନରେ ନଜର ଆସିଛନ୍ତି। ଏହି ସମୟରେ ସେ ନିଜର ବ୍ୟକ୍ତଗତ ଓ ଅଭିନୟ ଜୀବନକୁ ନେଇ ବହୁ ଜିନିଷର ଖୁଲାସା କରିଥିଲେ। ମାଆ ଶର୍ମିଲା ପୁଅ ସୈଫଙ୍କର ଡେଟିଂ ଲାଇଫ ଉପରେ କିଛି ଅଛପା କଥା କହିବା ସହ ଅଭିନେତା ସୈଫ ତାଙ୍କ ପୁଅ ଇବ୍ରାହିମ ଅଲ୍ଲୀ ଖାନଙ୍କ ଉପରେ କିଛି ରୋଚକ କଥା କହିଛନ୍ତି। ଯାହାକୁ ଶୁଣି କରନଙ୍କ ସହ ଶର୍ମିଲା ମଧ୍ୟ ହସିବାକୁ ଲାଗିଥିଲେ।

ଶୋ’ରେ କରନ, ଇବ୍ରାହିମଙ୍କୁ ନେଇ ସୈଫଙ୍କୁ ପ୍ରଶ୍ନ କରିଥିଲେ। ସେ କହିଥିଲେ, ଯଦି କୌଣସି ଝିଅ ଇବ୍ରାହିମଙ୍କୁ ପ୍ରପୋଜ କରନ୍ତି, ତେବେ ସେ କେଉଁଭଳି ଝିଅଙ୍କୁ ଡେଟ୍‌ କରିବାକୁ ପସନ୍ଦ କରିବେ? ଏନେଇ କିଛି କ୍ରାଏଟେରିଆ ଅଛି କି? ଏକଥା ଶୁଣି ସୈଫ କହିଛନ୍ତି, ଏନେଇ କୌଣସି କ୍ରାଏଟେରିଆ ନାହିଁ। କିନ୍ତୁ ଝିଅଟି ସିଙ୍ଗଲ ଥିବା ଉଚିତ୍‌। ଏକଥା ଶୁଣି କରନ ଓ ଶର୍ମିଲା ହସିବାକୁ ଲାଗିଥିଲେ। ଏହାପରେ ତାଙ୍କୁ ତୈମୁରଙ୍କୁ ଡେଟ୍‌ କରିବାକୁ ନେଇ ପଚରାଯିବାରୁ ସେ କହିଛନ୍ତି, ଏଥିପାଇଁ ଝିଅଟିକୁ ଜେଲ୍‌ ଯିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri