ନାଁ ବଦଳାଇ ଦିଅନ୍ତୁ ଶୈଫ

ମୁମ୍ବାଇ: ବଲିଉଡର ନାୟକ ଶୈଫ ଅଲି ଖାଁ ଏବେ ଟ୍ରୋଲର୍ସଙ୍କ ଶିକାର ପାଲଟି ଯାଇଛନ୍ତି । କେହି କେହି ତାଙ୍କୁ ନାମ ବଦାଇ ଦେବାକୁ ଉପଦେଶ ଦେଇଛନ୍ତି । ଅସଲ ଘଟଣା ହେଲା ଶୈଫ ଅଲି ଖାଁ ନିକଟରେ ପୁଅ ଇବ୍ରାହିମ ଓ ଝିଅ ସାରା ଅଲି ଖାଁଙ୍କ ସହ ମିଶି ଡିନର କରିବା ପରେ ରେସ୍ତୋରାଁରୁ ବାହାରିବା ବେଳେ କ୍ୟାମେରାରେ କଏଦ ହୋଇଯାଇଛନ୍ତି । ଏବେ ରମଜାନ ମାସ ଚାଲୁଥିବାରୁ ସବୁ ମୁସଲମାନ ଭଉଣୀ-ଭାଇ ରୋଜା ରଖିଛନ୍ତି । ହେଲେ ଶୈଫ ମୁସଲମାନ ହୋଇ ବି ରୋଜା ନ ରଖିବା ଓ ପିଲାମାନଙ୍କ ସହ ମିଶି ବାହାରେ ଖାଇବା ତାଙ୍କୁ ଏବେ ମହଙ୍ଗା ପଡିଛି । ଟ୍ରୋଲର୍ସ ତାଙ୍କୁ ଏଭଳି ଅବସ୍ଥାରେ ଦେଖି ନିଜର ନାମ ବଦଳାଇ ଦେବାକୁ ପରାମର୍ଶ ଦେଇଛନ୍ତି ।
କିଛିଦିନ ତଳେ ଶୈଫ ଅଲି ଖାଁଙ୍କ ପୁଅ ଓ ଝିଅ ସାରା କୋଲ୍ଡ ଡ୍ରିଙ୍କସ୍ ଓ ଶେକ୍ ପିଇବାର ମଜା ନେଉଥିଲେ । ଏହାର ଭିଡିଓ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିାଲ । ଏଥିରେ ଭଉଣୀ-ଭାଇ ଚିଟ ଚାଟ କରୁଥିବା ବି ଦେଖାଯାଇଥିଲା । ରୋଜା ନ ରଖି ବାହାରେ ଖାଇବାପରେଟ୍ରୋଲର ଶିକର ହୋଇଥିଲେ ଭଉଣୀ ଭାଇ ।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri