କରିନାଙ୍କ ପାଇଁ ହାତ କାଟି ଦେଇଥିଲେ ସୈଫ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ..

ବମ୍ବେ: ଆଜି ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ହାପି ବର୍ଥ ଡେ। ପଟୌଦୀ ପରିବାରର ଦଶମ ନବାବ ସୈଫ ୧୯୯୨ରେ ଫିଲ୍ମ ‘ବେଖୁଦି’ରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ। ୨୦୧୨ରେ କରିନା କପୁରଙ୍କୁ ବିବାହ କରିବାକୁ ନେଇ ସେ ଚର୍ଚ୍ଚାକୁ ଆସିଥିଲେ। ଏପରିକି କରିନାଙ୍କୁ ପାଇବା ପାଇଁ ସେ ହାତ ମଧ୍ୟ କାଟିବାକୁ ପଛାଇ ନ ଥିଲେ।

କରିନାଙ୍କ ସହ ସୈଫ ଜେପି ଦତ୍ତାଙ୍କ ଫିଲ୍ମ ଏଲ୍‌ଓସି କାରଗିଲରେ କାମ କରିଥିଲେ। ପରେ କୁରବାନ୍‌ ଏବଂ ଟଶନ୍‌ରେ ନଜର ଆସିଥିଲେ। ହେଲେ ଟଶନ୍‌ ଫିଲ୍ମ ଶୁଟିଂ ବେଳେ ଉଭୟଙ୍କ ଲଭ୍‌ଷ୍ଟୋରୀ ଆରମ୍ଭ ହୋଇଥିଲା।

ଗ୍ରୀସ୍‌ରେ ଶୁଟିଂ ଚାଲୁଥିବା ସମୟରେ ସୈଫଙ୍କ ଜଣେ ବନ୍ଧୁ କରିନାଙ୍କ ପାଇଁ ତୁମେ କ’ଣ କରିପାରିବ ବୋଲି ପ୍ରଶ୍ନ କରିଥିଲେ। ଏହାର ଜବାବରେ ସୈଫ୍‌ ହାତ କାଟି ଦେଇଥିଲେ।

ଏବେ ସୁନ୍ଦର ବୈବାହିକ ଜୀବନ କାଟୁଛନ୍ତି ସୈଫ। କରିନା ପୁଣି ଥରେ ମା’ ହେବାକୁ ଯାଉଥିବାରୁ ଖୁବ୍‌ଶୀଘ୍ର ସୈଫ୍‌ଙ୍କ ଘରକୁ ଅତିଥି ଆସିବ ବୋଲି ଚର୍ଚ୍ଚା ହେଉଛି। ଜନ୍ମଦିନ ଅବସରରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦ ଭ୍ୟାକ୍ସିନ ୱାର’ର ଶୁଟିଂ ଶେଷ

ମୁମ୍ବାଇ: ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫସରେ ତେହଲକା ମଚାଇବା ପରେ ଏହାର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଏବେ ତାଙ୍କ ଆଗାମୀ ମୁଭି ‘ଦ ଭ୍ୟାକ୍ସିନ...

ଆଉ ଦାମୀ ପୋଷାକ ପିନ୍ଧୁ ନାହାନ୍ତି କରିନା!

ମୁମ୍ବାଇ: ବଲିଉଡ୍ କୁଇନ୍ କରିନା କପୁର ଖାଁ ସବୁବେଳେ ତାଙ୍କ ଷ୍ଟାଇଲକୁ ନେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଦାମୀ ପୋଷାକ ସାଙ୍ଗକୁ ଦାମୀ ଆଉଟଫିଟ୍‌ରେ ସୁନ୍ଦର...

ଫିଲ୍ମ ଜଗତରେ ପାଦ ରଖିବାକୁ ଯାଉଛନ୍ତି ଆଉ ଜଣେ କ୍ରିକେଟର୍‌

ପୂର୍ବତନ ଭାରତୀୟ କ୍ରିକେଟର ଇରଫାନ ପଠାନ ତାମିଲ ଫିଲ୍ମ କୋବ୍ରା ସହିତ ଅଭିନୟ ଜଗତରେ ପାଦ ଥାପିବାକୁ ଯାଉଛନ୍ତି। ଏହି ଫିଲ୍ମର ଟିଜର ରିଲିଜ ହୋଇଛି।...

ଦିଲ୍‌ ମେ ହୋ ତୁମ୍‌…

ମୁମ୍ବାଇ, ୧୬।୨ : ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବାପି ଲାହିରୀଙ୍କ ପରଲୋକ ମଙ୍ଗଳବାର ରାତି ସାଢ଼େ ୧୧ଟାରେ ମୁମ୍ବାଇର ଜୁହୁସ୍ଥିତ କ୍ରିଟି କେୟାର...

ଏହି ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ କରନ୍‌ ଜୋହର; ଏଭଳି କହିଥିଲେ ମନକଥା

ବମ୍ବେ: ନିଜ ସମୟର ସଫଳ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ଥିଲେ ଟ୍ବିଙ୍କଲ ଖନ୍ନା। ‘ବରସାତ’ ଚଳଚ୍ଚିତ୍ରରୁ କ୍ୟାରିୟର ଆରମ୍ଭ କରି ଅନେକ ହିଟ୍‌ ଫିଲ୍ମ ଭେଟି...

ନାରୀ କୈନ୍ଦ୍ରୀକ ଫିଲ୍ମ ଦେଖିବାକୁ ପସନ୍ଦ କରୁଛନ୍ତି ଦର୍ଶକେ: ଦୀପିକା ସବୁଠାରୁ ଦାମୀ ନାୟିକା

ମୁମ୍ବାଇ: ନିକଟରେ ବଲିଉଡ୍‌ ନାୟିକା ବିଦ୍ୟା ବଲାନ କହିଥିଲେ ଆଉ ସେହି ସମୟ ଦୂରରେ ନାହିଁ ଯେତେବେଳେ ନାରୀ କୈନ୍ଦ୍ରୀକ ଫିଲ୍ମ ୨ଶହରୁ ୫ଶହ କୋଟି...

କଙ୍ଗନାଙ୍କୁ ରାତାରାତି ଷ୍ଟାର କରି ଦେଇଥିବା ଏହି ଫିଲ୍ମ କରିବାକୁ ମନା କରିଦେଇଥିଲେ ବେବୋ, କାରଣ ଥିଲା ଏମିତି

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ତାଙ୍କ ଫିଲ୍ମ ଏବଂ ଷ୍ଟାଇଲ ଫାଇଁ ଇଣ୍ଡଷ୍ଟ୍ରିରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରିଛନ୍ତି। ଏବେ ତାଙ୍କ ବିଷୟରେ...

ଜ୍ୟାକଲିନଙ୍କୁ ଆଶ୍ୱସ୍ତି, ୧୨ ଡିସେମ୍ବରରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୨୪ ।୧୧: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜଙ୍କୁ ବଡ ଆଶ୍ୱସ୍ତି ମିଳିଛି । ଠକ ସୁକେଶ ଚନ୍ଦ୍ରଶେଖରଙ୍କ ମନି ଲଣ୍ଡରିଂ ମାମଲାରେ ଗୁରୁବାର ଦିଲ୍ଲୀ ପଟିଆଲା...

Advertisement
Archives

Model This Week