ରାମାୟଣ ଦେଖୁଛନ୍ତି ତୈମୁର!

ମୁମ୍ବାଇ: ବଲିଉଡ୍ ଷ୍ଟାର କିଡ୍ ଭାବେ ତୈମୁର ଅଲ୍ଲି ଖାଁ ଅନେକଙ୍କର ପସନ୍ଦ । ଖୁବ୍ ଛୋଟ ହେଲେ ବି ସେ ଅନ୍ୟମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ । ପିତା ତଥା ବଲିଉଡ୍ ନାୟକ ଶୈଫ ଅଲ୍ଲି ଖାଁ ଜଣେ ଭଲ କଳାକାର ହୋଇଥିବା ବେଳେ ମା’ କରିନା କପୁର ଖାଁ ବି ବଲିଉଡ୍‌ର ଜଣେ ଆଗଧାଡିର ଅଭିନେତ୍ରୀ । ଏବେ କରିନା ପୁଣିଥରେ ମା’ ହେବାକୁ ଯାଉଥିବା ବେଳେ ଏହାକୁ ନେଇ ଖୁବ୍ ଉତ୍ସାହିତ ଅଛନ୍ତି ଶୈଫ । ନିକଟରେ ସେ ଏକ ସାକ୍ଷାତ୍‌କାରରେ ତୈମୁରଙ୍କ ବିଷୟରେ କିଛି କଥା କହିଛନ୍ତି ଯାହା ତୈମୁରଙ୍କ ଭିତରେ ଲୁଚି ରହିଥିବା ପ୍ରତିଭା କଥା କହିଛି । ଶୈଫ କହିଛନ୍ତି ପୁଅ ତୈମୁର ଛୋଟ ହେଲେ ବି ସେ ରାମାୟଣ ଦେଖିବାକୁ ବହୁତ ପସନ୍ଦ କରନ୍ତି । କେବଳ ସେତିକି ନୁହେଁ ରାମାୟଣର ରାମ ଚରିତ୍ର ତାଙ୍କୁ ବେଶ୍ ପସନ୍ଦ । ଏହାକୁ ଦେଖି ସେ ନିଜକୁ ରାମଭଳି ସଜାଇ ଥାଆନ୍ତି । ତେବେ ତୈମୁର କ୍ରିକେଟ ଖେଳିବାକୁ ଭଲ ପାଆନ୍ତିକି ନା ବୋଲି ପ୍ରଶ୍ନ କରିବାରୁ ଶୈଫ କହିଛନ୍ତି ତାଙ୍କ ପଡ ପୁଅ ଇବ୍ରାହିମ୍ ଭଲ କ୍ରିକେଟ ଖେଳନ୍ତି । ହେଲେ ତୈମୁରଙ୍କର କ୍ରିକେଟ ପ୍ରତି ସେମିତି କିଛି ଆକର୍ଷଣ ନାହିଁ । ବରଂ ସେ ପେଣ୍ଟିଂ କରିବାକୁ ଆଗ୍ରହ ଦେଖାଉଥିବା ବେଳେ ଗୀତ ଗାଇବାକୁ ମଧ୍ୟ ଆଗ୍ରହ ପ୍ରକାଶ କରନ୍ତି ବୋଲି ପିତା ଶୈଫ ଅଲ୍ଲି ଖାଁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri