ଡାକ୍ତରଖାନାରେ ଭର୍ତ୍ତି ହେଲେ ସୈଫ୍‌ ଅଲ୍ଲୀ ଖାନ୍‌

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ବିଷୟରେ ଏକ ବଡ଼ ଖବର ଆସିଛି। ଏହି ଅଭିନେତାଙ୍କୁ ସୋମବାର ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଆଣ୍ଠୁ ଏବଂ କାନ୍ଧ ଭାଙ୍ଗିଯାଇଛି। ତାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର କରାଯାଇଥିବା କୁହାଯାଉଛି। ତେବେ ସୈଫ୍‌ କିପରି ଆହତ ହୋଇଛନ୍ତି ସେ ସମ୍ପର୍କରେ ସୂଚନା ଏପର୍ଯ୍ୟନ୍ତ ମିଳିନାହିଁ। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ କରୀନା କପୁର ଖାନ ମଧ୍ୟ ସୈଫ୍‌ଙ୍କ ସହ ଡାକ୍ତରଖାନାରେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି।

Devara Actor Saif Ali Khan admitted to hospital for knee surgery also fracture in shoulder know here detais

ଯଦି ସୈଫ୍‌ଙ୍କ ଓ୍ବାର୍କଫ୍ରଣ୍ଟ କଥା କହିବା ତେବେ ସେ ବର୍ତ୍ତମାନ ସାଉଥ୍‌ ଫିଲ୍ମ ଦେବରା ପାର୍ଟ-୧ରେ କାମ କରୁଛନ୍ତି। ଏଥିରେ ସେ ବାହିରା ଚରିତ୍ରରେ ଅଭିନୟ କରୁଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଜୁନିଅର ଏନ୍‌ଟିଆର ନଜର ଆସିବେ। ଫିଲ୍ମରେ ଜାହ୍ନବୀ କପୁର ମଧ୍ୟ ଅଭିନୟ କରିଛନ୍ତି। ଫିଲ୍ମଟିରେ ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିବ। ଏହି ଫିଲ୍ମର ସୁଟିଂ ସମୟରେ ସେଫ୍‌ ଆହତ ହୋଇଛନ୍ତି କି କ’ଣ ପ୍ରକୃତ କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri