ଡାକ୍ତରଖାନାରେ ଭର୍ତ୍ତି ହେଲେ ସୈଫ୍‌ ଅଲ୍ଲୀ ଖାନ୍‌

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ବିଷୟରେ ଏକ ବଡ଼ ଖବର ଆସିଛି। ଏହି ଅଭିନେତାଙ୍କୁ ସୋମବାର ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଆଣ୍ଠୁ ଏବଂ କାନ୍ଧ ଭାଙ୍ଗିଯାଇଛି। ତାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର କରାଯାଇଥିବା କୁହାଯାଉଛି। ତେବେ ସୈଫ୍‌ କିପରି ଆହତ ହୋଇଛନ୍ତି ସେ ସମ୍ପର୍କରେ ସୂଚନା ଏପର୍ଯ୍ୟନ୍ତ ମିଳିନାହିଁ। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ କରୀନା କପୁର ଖାନ ମଧ୍ୟ ସୈଫ୍‌ଙ୍କ ସହ ଡାକ୍ତରଖାନାରେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି।

Devara Actor Saif Ali Khan admitted to hospital for knee surgery also fracture in shoulder know here detais

ଯଦି ସୈଫ୍‌ଙ୍କ ଓ୍ବାର୍କଫ୍ରଣ୍ଟ କଥା କହିବା ତେବେ ସେ ବର୍ତ୍ତମାନ ସାଉଥ୍‌ ଫିଲ୍ମ ଦେବରା ପାର୍ଟ-୧ରେ କାମ କରୁଛନ୍ତି। ଏଥିରେ ସେ ବାହିରା ଚରିତ୍ରରେ ଅଭିନୟ କରୁଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଜୁନିଅର ଏନ୍‌ଟିଆର ନଜର ଆସିବେ। ଫିଲ୍ମରେ ଜାହ୍ନବୀ କପୁର ମଧ୍ୟ ଅଭିନୟ କରିଛନ୍ତି। ଫିଲ୍ମଟିରେ ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିବ। ଏହି ଫିଲ୍ମର ସୁଟିଂ ସମୟରେ ସେଫ୍‌ ଆହତ ହୋଇଛନ୍ତି କି କ’ଣ ପ୍ରକୃତ କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri