କରିନାଙ୍କ ପାଇଁ ବନ୍ଧୁଙ୍କ ଆଗରେ ହାତ କାଟି ଦେଇଥିଲେ ସୈଫ: କାରଣ ଜାଣିଲେ ହେବେ…

ବମ୍ବେ: ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌- କରିନା କପୁର ବଲିଉଡ୍‌ର ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ। ପଟୌଦୀ ପରିବାରର ଦଶମ ନବାବ ସୈଫ ୧୯୯୨ରେ ଫିଲ୍ମ ‘ବେଖୁଦି’ରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ। ୨୦୧୨ରେ କରିନା କପୁରଙ୍କୁ ଦ୍ୱିତୀୟ ବିବାହ କରିବାକୁ ନେଇ ସେ ଚର୍ଚ୍ଚାକୁ ଆସିଥିଲେ। ଏପରିକି କରିନାଙ୍କୁ ପାଇବା ପାଇଁ ସେ ହାତ ମଧ୍ୟ କାଟିବାକୁ ପଛାଇ ନ ଥିଲେ।

କରିନାଙ୍କ ସହ ସୈଫ ଜେପି ଦତ୍ତାଙ୍କ ଫିଲ୍ମ ‘ଏଲ୍‌ଓସି କାରଗିଲ’ରେ କାମ କରିଥିଲେ। ପରେ ‘କୁରବାନ୍‌ ’ଜଏବଂ ‘ଟଶନ୍‌’ରେ ନଜର ଆସିଥିଲେ। ହେଲେ ଟଶନ୍‌ ଫିଲ୍ମ ଶୁଟିଂ ବେଳେ ଉଭୟଙ୍କ ଲଭ୍‌ଷ୍ଟୋରୀ ଆରମ୍ଭ ହୋଇଥିଲା।

ଗ୍ରୀସ୍‌ରେ ଶୁଟିଂ ଚାଲୁଥିବା ସମୟରେ ସୈଫଙ୍କ ଜଣେ ବନ୍ଧୁ କରିନାଙ୍କ ପାଇଁ ତୁମେ କ’ଣ କରିପାରିବ ବୋଲି ପ୍ରଶ୍ନ କରିଥିଲେ। ଏହାର ଜବାବରେ ସୈଫ୍‌ ହାତ କାଟି ଦେଇଥିଲେ। ଏହା ଦେଖି ବନ୍ଧୁ ଚିନ୍ତାରେ ପଡ଼ିଯାଇଥିଲେ।

ଏବେ ସଫଳ ବୈବାହିକ ଜୀବନ କାଟୁଛନ୍ତି ସୈଫ। କରିନା ପୁଣି ଥରେ ମା’ ହୋଇଛନ୍ତି। ସେ ପୁଣି ଥରେ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନିକଟରେ ତାଙ୍କ ନାମ ଭାଇରାଲ ହୋଇଥିଲା। ତୈମୁର ପରେ ଦ୍ୱିତୀୟ ପୁଅ ନାମ ଜେନ ରଖିଛନ୍ତି ଉଭୟ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri