୪୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ସଚିନ, ସାମ୍ନାକୁ ଆସିଲା ଫଟୋ

ମୁମ୍ବାଇ: ୪୨ ବର୍ଷ ବୟସରେ ବିବାହ ବନ୍ଧନରେ ବାନ୍ଧି ହେଲେ ତାରକ ମେହତା କା ଉଲ୍‌ଟା ଚସମା ଫେମ ସଚିନ ଶ୍ରଫ। ଇଭେଣ୍ଟ ପ୍ଲାନର ତଥା ଇଣ୍ଟେରିୟର୍‌ ଡିଜାଇନର୍‌ ଚାନ୍ଦନୀ କୋଥିଙ୍କୁ ସେ ଦ୍ୱିତୀୟ ବିବାହ କରିଛନ୍ତି।
ଚାନ୍ଦନୀ ଓ ସଚିନ ଦୀର୍ଘ ଦିନ ଧରି ପରସ୍ପରକୁ ଡେଟ କରୁଥିଲେ। ଶେଷରେ ଉଭୟ ସାତ ସାତଫେରା ନେଇଛନ୍ତି। ବର୍ତ୍ତମାନ ଦୁହିଁଙ୍କ ବିବାହ ବେଳର ଫଟୋ ଓ ଭିଡିଓ ସାମ୍ନାକୁ ଆସିଛି।

ସଚିନ ୨୦୦୯ରେ ଟେଲିଭିଜନ ଅଭିନେତ୍ରୀ ଜୁହି ପରମାରଙ୍କୁ ବିବାହ କରିଥିଲେ। ତେବେ ବିବାହର ୯ ବର୍ଷ ପରେ ତଥା ୨୦୧୮ରେ ଉଭୟଙ୍କ ଛାଡପତ୍ର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri