Posted inଖେଳ

ସାଇନା, ପ୍ରଣୟଙ୍କ ରିପୋର୍ଟ ନେଗେଟିଭ, ଖେଳିବେ ଦ୍ୱିତୀୟ ରାଉଣ୍ଡରେ

ବ୍ୟାଙ୍କକ୍‌, ୧୨ା୧ (ପି.ଟି.)- ଭାରତର ଟପ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ସାଇନା ନେହ୍ବାଲ ଓ ଏଚ. ଏସ୍‌. ପ୍ରଣୟଙ୍କ ମଙ୍ଗଳବାର ହୋଇଥିବା କୋଭିଡ୍‌ ଟେଷ୍ଟର ରିପୋର୍ଟ ନେଗେଟିଭ ଆସିଛି। ଫଳରେ ଦୁହେଁ ଥାଇଲାଣ୍ଡ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ। ଏ ନେଇ ସ୍ପଷ୍ଟ କରିଛନ୍ତି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ ବ୍ୟାଡମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) । ସୂଚନାଯୋଗ୍ୟ, ଏହା ପୂର୍ବରୁ କୋଭିଡ୍‌ ଟେଷ୍ଟରେ ପଜିଟିଭ ଆସିବାରୁ ସାଇନା ଓହରିଯିବାକୁ ବାଧ୍ୟ ହୋଇଥିଲେ। ଟୁର୍ନାମେଣ୍ଟରେ ଭାରତୀୟ ଅଭିଯାନକୁ ଶକ୍ତ ଧକ୍କା ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri