Posted inଜାତୀୟ

ଲତା ମଙ୍ଗେସ୍‌କର ଚୌକ ନିର୍ମାଣକୁ ସନ୍ଥଙ୍କ ବିରୋଧ: ମୋଦି, ଯୋଗୀଙ୍କୁ ଲେଖିବେ ଚିଠି

ଅଯୋଧ୍ୟା,୧୮।୮: ଗାୟିକା ଲତା ମଙ୍ଗେସ୍‌କରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅଯୋଧ୍ୟାରେ ତାଙ୍କ ନାମରେ ଏକ ଚୌକ ନିର୍ମାଣ ହେଉଥିବା ବେଳେ ସ୍ଥାନୀୟ ସାଧୁସନ୍ଥ ଏହାର ବିରୋଧ କରିଛନ୍ତି। ମହନ୍ତ କମଳନୟନ ଦାସଙ୍କ ଉପସ୍ଥିତିରେ ମଣିରାମ ଦାସ ଛାଭ୍‌ନିଠାରେ ଅନୁଷ୍ଠିତ ଏକ ବୈଠକରେ ସନ୍ଥମାନେ ଗାୟିକାଙ୍କ ସ୍ମୃତି ଚୌକ ନିର୍ମାଣ ନିଷ୍ପତ୍ତିର ବିରୋଧ କରିଥିଲେ।

ରାମାନନ୍ଦ ସମ୍ପ୍ରଦାୟର ଆଚାର୍ଯ୍ୟ ରାମାନନ୍ଦାଚାର୍ଯ୍ୟଙ୍କ ନାମ ଅନୁସାରେ ଉକ୍ତ ଚୌକ୍‌ର ନାମକରଣ କରାଯିବା ଲାଗି ସନ୍ଥ ଦାବି କରିଛନ୍ତି। ଲତାଙ୍କ ସ୍ମୃତି ଚୌକ ନିର୍ମାଣକୁ ସେମାନେ ବିରୋଧ କରୁନାହାନ୍ତି, ତେବେ ତାହା ଅନ୍ୟ କୌଣସି ସ୍ଥାନରେ ନିର୍ମାଣ କରାଯାଉ ବୋଲି ସେମାନେ କହିଛନ୍ତି। ଏ ସମ୍ପର୍କରେ ସନ୍ଥମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଲତାଙ୍କ ପରଲୋକ ପରେ ତାଙ୍କ ସ୍ମୃତିରେ ଏକ ଚୌକ ନିର୍ମାଣ କରିବା ଲାଗି ଉତ୍ତରପ୍ରଦେଶ ସରକାର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ ଲୋକ ସଭା ନିର୍ବାଚନରେ ପରାଜିତ ହୋଇଥିବା ୧୪୪ ଆସନ ନେଇ ରଣନୀତି ପ୍ରସ୍ତୁତ…

ନୂଆଦିଲ୍ଲୀ, ୬।୯ : ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଛି। ଏହି ମର୍ମରେ ମଙ୍ଗଳବାର ଦଳର ରାଷ୍ଟ୍ରୀୟ ସଭାପତି ଜେପି...

ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ…

ନୂଆଦିଲ୍ଲୀ,୨୯।୮: ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ। ଏହା ଜାତୀୟ ଏକତାକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ। ସଂସ୍କୃତ ଜ୍ଞାନର ପରିସୀମା ବୃଦ୍ଧି କରି...

କ୍ୟାବିନେଟ ସଚିବଙ୍କ କାର୍ଯ୍ୟକାଳ ବର୍ଷେ ବଢ଼ିଲା

ନୂଆଦିଲ୍ଲୀ,୬।୮: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢ଼ାଇବା ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ରାଜୀବଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ...

ଭୁଲ ଯୋଗୁ ଜେଲରେ ବନ୍ଦ ଥିବା ଲୋକଙ୍କୁ ମିଳୁ ନିଯୁକ୍ତି, କଂଗ୍ରେସ ଏମ୍‌ପି ଲୋକ ସଭାରେ ଆଣିବେ ବିଲ୍‌ …

ନୂଆଦିଲ୍ଲୀ,୧୭।୭ : କଂଗ୍ରେସ ଏମ୍‌ପି ମହମ୍ମଦ ଜାଭେଦ ରବିବାର କହିଛନ୍ତି ଯେ ସଂସଦର ମୌସୁମୀ ଅଧିବେଶନରେ ସେ ଜଣେ ବ୍ୟକ୍ତିଗତ ସଦସ୍ୟଙ୍କ ବିଲ ଆଗତ କରିବାକୁ...

ପିଲାଙ୍କୁ ଦିଅନ୍ତୁ ଅନୁଶାସନ ଶିକ୍ଷା

ନୂଆଦିଲ୍ଲୀ: ସବୁ ପରିବାରର କିଛି ନା କିଛି ନିୟମ ରହିଥାଏ, ଯାହାକୁ ଘରର ସମସ୍ତ ସଦସ୍ୟଙ୍କୁ ମାନିବାକୁ ପଡ଼େ। ଏହି ନିୟମ ହିଁ ପିଲାମାନଙ୍କୁ ଅନୁଶାସନରେ...

ଭିଡ଼ ହିଂସା ପୁଣି ନେଲା ୪ ଜୀବନ: ଡାହାଣି ସନ୍ଦେହରେ ହତ୍ୟା

ରାଞ୍ଚି,୨୧।୭: ଦେଶରେ ଭିଡ଼ ହିଂସା ଥମିବାର ନାଁ ଧରୁନି। ରବିବାର ଭୋର୍‌ ୩ଟାରେ ଝାଡ଼ଖଣ୍ଡର ଗୁମଲାରେ ୪ ଜଣ ଲୋକଙ୍କୁ ହତ୍ୟା କରାଯାଇଛି। କିଛି ଲୋକ...

ଶିମଲା ଆକାଶରେ ଦେଖାଯାଉଛି ସ୍ପେସ୍‌ ଷ୍ଟେଶନ: ମଙ୍ଗଳବାର ପର୍ଯ୍ୟନ୍ତ ଉଡ଼ିବୁଲିବ

ଶିମଲା,୯।୨: ଶିମଲା ଆକାଶରେ ପୃଥିବୀ ପୃଷ୍ଠରୁ ୪୦୦ କିମି ଉଚ୍ଚରେ ଥିବା ସ୍ପେସ୍‌ ଷ୍ଟେଶନ ଦେଖାଯାଉଛି। ଏହା ଏକ ଉଜ୍ଜଳ ତାରା ସଦୃଶ ଦେଖିବାକୁ ମିଳୁଛି।...

କରୋନା କବଳରେ ୧୨୧ ଦେଶ

ନୂଆଦିଲ୍ଲୀ,୧୨ା୩: ଚାଇନାର ଉହାନ ସହରରେ ପ୍ରଥମେ ଦେଖାଦେଇଥିବା ମାରାତ୍ମକ କରୋନା ଭୂତାଣୁ ଏବେ ୧୨୧ ଦେଶକୁ ବ୍ୟାପିଲାଣି। ଏଥିରେ ମୋଟ ୧,୨୧,୭୩୮ ଜଣ ସଂକ୍ରମିତ ହୋଇଥିବାବେଳେ...

Advertisement
Archives

Model This Week