ମହାରାଣୀ ସାଗରରେ ପ୍ରତୀକାତ୍ମକ ଅମୃତ ସ୍ନାନ କଲେ ସାଧୁସନ୍ଥ

ବଲାଙ୍ଗୀର,୨୭ା୨(ସୁନୀଲ ): ସନାତନ ଧର୍ମର ସବୁଠୁ ବଡ଼ ମେଳା ମହାକୁମ୍ଭ ଅବସରରେ ବୁଧବାର ବଲାଙ୍ଗୀର ମହାରାଣୀ ସାଗରଠାରେ ପ୍ରତୀକାତ୍ମକ ଅମୃତ ସ୍ନାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବୁଧବାର ଭୋର ୪ଟା ୩୦ ମିନିଟ୍‌ରୁ ଏଠାରେ ଅମୃତ ସ୍ନାନ କାର୍ଯ୍ୟକ୍ରମ ପାଇଁ ପୂଜାବିଧି ଆରମ୍ଭ ହୋଇଥିଲା। ତ୍ରିବେଣୀ ସଙ୍ଗମଠାରୁ ମକର ସଂକାନ୍ତି, ମଉନୀ ଅମାବାସ୍ୟା, ଶ୍ରୀ ପଞ୍ଚମୀ ଏବଂ ମାଘପୂର୍ଣ୍ଣିମାର ଅମୃତ ସ୍ନାନ ଯୋଗରେ ସଂଗୃହୀତ ୪ କୁମ୍ଭର ପବିତ୍ର ଜଳରେ ମହାରାଣୀ ସାଗରରେ ଅଭିଷେକ, ପୂଜାର୍ଚ୍ଚନା ଏବଂ ମହାଆରତିର ଆୟୋଜନ କରାଯାଇଥିଲା। ପୂଜକ ନିରଞ୍ଜନ ମହାପାତ୍ର ପୂଜାର୍ଚ୍ଚନା କରିଥିଲେ। ସକାଳ ୫ଟା ୩୦ରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆସିଥିବା ସାଧୁସନ୍ଥ, ସନ୍ନ୍ୟାସୀ, ମଠାଧୀଶ ଏବଂ ମହନ୍ତ ଅମୃତ ସ୍ନାନ କରିବା ପରେ ଶ୍ରଦ୍ଧାଳୁମାନେ ସେଠାରେ ଅମୃତ ସ୍ନାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଲଜ୍ଜା: ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri