ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’ ରଞ୍ଜୟିନୀ ନାୟକ,ବାପା ଦେବଗଡ଼ ତିଲେଇବନି କୁରଡ଼ ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ ତପନ କୁମାର ନାୟକଙ୍କ ଝିଅ ସାଇପ୍ରଜ୍ଞା ନାୟକ ୫୫୨,ମାର୍କ ଶତକ ୯୨ ପ୍ରତିଶତ ନମ୍ବର ରଖି ଜିଲାରେ ଟପ୍ପର ହୋଇଛନ୍ତି। ଜିଲା ଶିକ୍ଷା ବିଭାଗ ସୂଚନା ମୁତାବକ ଜିଲାରେ ମୋଟ୍‌ ପାସ୍‌ହାର ୯୬.୭୧ ଶତକଡା ହେଇଛି। ସାଇପ୍ରଜ୍ଞାଙ୍କୁ ପଚାରିବାରୁୁ ସେ କୁହନ୍ତି, ମୁଁ ଆଗକୁ ଜଣେ ଡାକ୍ତର ହେବାର ଲକ୍ଷ୍ୟ ରଖିଛି। ଦିନକୁ ସ୍କୁଲ ଟ୍ୟୁସନ ଛାଡ଼ିକି ପ୍ରତେକ ଦିନ ୮ଘଣ୍ଟା ଅଧିକ ପାଠ ପଢୁଥିଲି । ଏହି ସଫଳରେ ସେ ମା-ବାପା ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶ୍ରେୟ ଦେଇଛନ୍ତି ଏବଂ ସମସ୍ତ ଶୁଭେଚ୍ଛୁ ପାଇଁ ଏହା ସମ୍ଭବ ହୋଇପାରିଛି ବୋଲି ପ୍ରକାଶ କରିଛନ୍ତି। ଶତ ପ୍ରତିଶତ କୃତକାର୍ଯ୍ୟ ହେବା ସହ ସ୍କୁଲ ପାଇଁ ସଫଳତା ଆଣିଥିବାରୁ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?