ଜାତୀୟ ସ୍ତରରେ ସାଇସୁମନଙ୍କ ସଫଳତା

ଚମ୍ପୁଆ/ବଡ଼ବିଲ,୨୧।୧୧-(ଡି.ଏନ.ଏ/ସ୍ବ.ପ୍ର.):ଇଂରାଜୀ ପ୍ରବନ୍ଧରେ ଜାତୀୟ ସ୍ତରରେ ଦ୍ୱିତୀୟ ହୋଇ କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳର ସାଇସୁମନ ହୋତା ଗୌରବ ଆଣିଛନ୍ତି। ଡା.ମାନସ ରଞ୍ଜନ ହୋତା ଓ ଡ. ସାଇସ୍ମିତାଙ୍କ ଅଲିଅଳି ଝିଅ ସାଇସୁମନ। ବଡ଼ ହେଲେ ଆଇଏଏସ୍‌ ହେବାକୁ ଲକ୍ଷ୍ୟ ରଖିଥିବା ସୁମନ ଜିନ୍ଦଲ ସ୍କୁଲରେ ଏବେ ନବମ ଶ୍ରେଣୀ ଛାତ୍ରୀ। ପାଠପଢ଼ା ସହ ସଙ୍ଗୀତରେ ତାଙ୍କର ରୁଚି ଅଛି। ତାଙ୍କ ମା’ ସାଇସ୍ମିତା ବର୍ତ୍ତମାନ ଚମ୍ପୁଆ ତହସିଲଦାର ଥିବାବେଳେ ବାପା ମାନସ ବଡ଼ବିଲରେ ଡାକ୍ତର ଭାବେ କାର୍ଯ୍ୟ କରୁଛନ୍ତି। ଢେଙ୍କାନାଳ ଜିଲା କାମାକ୍ଷାନଗରରେ ସମିତିସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ଦ୍ୱିତୀୟ ହେବା ପରେ ସେ ଚେଷ୍ଟା ଜାରି ରଖିଥିଲେ। ପରେ ଢେଙ୍କାନାଳଠାରେ ଜିଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ, ରାଜ୍ୟସ୍ତରରେ ପ୍ରଥମ ଓ ଜାତୀୟସ୍ତରରେ ଦ୍ୱିତୀୟ ହୋଇଛନ୍ତି। ଅନ୍‌ଲାଇନ ମାଧ୍ୟମରେ ହୋଇଥିବା ଏହି ପ୍ରତିଯୋଗିତାରେ ସାଇସୁମନ ସଫଳ ହୋଇଥିବା ବେଳେ ଏହାର ଶ୍ରେୟ ମା’ ବାପାଙ୍କୁ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri