Posted inଖେଳ

ଅଲିମ୍ପିକ ଯୋଗ୍ୟତା ଟାଇମିଂ ହାସଲରେ ସଜନ ପ୍ରଥମ

ନୂଆଦିଲ୍ଲୀ, ୨୭ା୬ (ପି.ଟି.)-ସଜନ ପ୍ରକାଶ ପ୍ରଥମ ଭାରତୀୟ ସନ୍ତରଣକାରୀ ଭାବେ ଅଲିମ୍ପିକ ଯୋଗ୍ୟତା ଟାଇମ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ଇଟାଲୀର ରୋମ୍‌ଠାରେ ଚାଲିଥିବା ସିଟେ କୋଲି ଟ୍ରଫି ପୁରୁଷ ୨୦୦ ମିଟର ବଟରଫ୍ଲାଏ ଇଭେଣ୍ଟରେ ସେ ୧: ୫୬: ୩୮ ସେକେଣ୍ଡ ଟାଇମିଂରେ ତାଙ୍କ ରେସ୍‌ ଶେଷ କରିଥିଲେ। ୨୭ ବର୍ଷୀୟ ସଜନ ୨୦୧୬ ରିଓ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ସେ ଟୋକିଓ ଗେମ୍ସ ‘ଏ’ ଷ୍ଟାଣ୍ଡାର୍ଡ ଟାଇମିଂ ୧:୫୬.୪୮ ସେକେଣ୍ଡକୁ ୦.୧ ସେକେଣ୍ଡରେ ଅତିକ୍ରମ କରିଯାଇଥିଲେ। କେରଳର ଏହି ସନ୍ତରଣକାରୀ ୨୦୦ମିଟର ବଟରଫ୍ଲାଏ ଇଭେଣ୍ଟରେ କ୍ରମାଗତ ଭାବେ ଉନ୍ନତି କରିବାରେ ଲାଗିଛନ୍ତି। ଗତ ସପ୍ତାହରେ ବେଲ୍‌ଗ୍ରେଡ୍‌ ଟ୍ରଫି ସୁଇମିଂ ପ୍ରତିଯୋଗିତାରେ ସେ ୧:୫୬.୯୬ ସେକେଣ୍ଡ ଟାଇମିଂରେ ରେସ୍‌ ଶେଷ କରିବା ଦ୍ୱାରା ଅଳ୍ପକେ ଅଲିମ୍ପିକ କ୍ୱାଲିଫିକେଶନ ଅଙ୍କ ହାସଲ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri