Posted inଜାତୀୟ

ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା

ହାଥରସ୍‌,୩ା୭:ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଛି। ତେବେ ଏହି ଅଘଟଣ ପରେ ସତ୍‌ସଙ୍ଗ କରୁଥିବା ଭୋଲେ ବାବା ଭାବେ ପରିଚିତ ଆତ୍ମଘୋଷିତ ଗଡ୍‌ମ୍ୟାନ୍‌ ନାରାୟଣ ସାକର ହରିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ମୁଁ ଘଟଣା ପୂର୍ବରୁ ସେଠାରୁ ପଳାଇଥିଲି। ଏହି ଦୁର୍ଘଟଣା ପାଇଁ ସେ ଆୟୋଜକଙ୍କୁ ଦାୟୀ କରିଛନ୍ତି। ଆହତମାନଙ୍କ ଆରୋଗ୍ୟ ପାଇଁ ସେ କାମନା କରିଥିଲେ। ଏହି ଘଟଣା ପରେ ଏବେ ବାବା ନଜର ବନ୍ଦୀ ଅଛନ୍ତି।
ସୂଚନାଯୋଗ୍ୟ, ପଶ୍ଚିମ ୟୁପିର ଭୋଲେ ବାବା ଖୁବ୍‌ ଲୋକପ୍ରିୟ, ଯାହାଙ୍କ ପ୍ରବଚନ ଶୁଣିବା ପାଇଁ ବିଭିନ୍ନ ରାଜ୍ୟରୁ ହଜାର ହଜାର ଲୋକ ଏକତ୍ରିତ ହୋଇଥାନ୍ତି। ତାଙ୍କର ପ୍ରକୃତ ନାମ ସୂରଜପାଲ ହୋଇଥିବାବେଳେ ଲୋକେ ତାଙ୍କୁ ହରି ଭୋଲେ ବାବା ଭାବେ ଜାଣନ୍ତି। କାସଗଞ୍ଜର ପଟିୟାଲି ଗ୍ରାମରେ ରହୁଥିବା ବାବାଙ୍କର ସେଠାରେ ଏକ ଆଶ୍ରମ ରହିଛି। ସେ ୧୮ ବର୍ଷ ପୂର୍ବରୁ ଗୋଇନ୍ଦା ବିଭାଗରେ ଚାକିରି କରିଥିଲେ। ୨୦୦୬ରେ ସେ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇ ବୁଲି ବୁଲି ଭଗବାନଙ୍କ ଭକ୍ତିର ପ୍ରସାର କରିଥିଲେ। ଧୀରେ ଧୀରେ ସେ ସତ୍‌ସଙ୍ଗ ଆୟୋଜନ କରିବା ସହ ଉତ୍ତରପ୍ରଦେଶରେ ବେଶ୍‌ ଲୋକପ୍ରିୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri