Posted inଖେଳ

ବିଦ୍ୟୁତ୍‌ କାଟ୍‌କୁ ନେଇ ପ୍ରଶ୍ନ ଉଠାଇଲେ ଧୋନୀଙ୍କ ସ୍ତ୍ରୀ

ରାଞ୍ଚି,୨୬।୨: ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ବିଦ୍ୟୁତ୍‌ କାଟ୍‌ ଲୋକଙ୍କ ସମସ୍ୟାକୁ ଆହୁରି ବଢାଇ ଦେଇଛି। ନିକଟରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ଏମଏସ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଧୋନୀ ବିଦ୍ୟୁତ୍‌ କାଟ୍‌କୁ ନେଇ ଏକ ଟୁଇଟ କରିଛନ୍ତି। ଟୁଇଟ୍‌ ଯୋଗେ ସେ ଝାଡଖଣ୍ଡରେ ବିଦ୍ୟୁତ ସଙ୍କଟ ନେଇ ପ୍ରଶ୍ନ ଉଠାଇଛନ୍ତି।
ସାକ୍ଷୀ ଟୁଇଟ୍‌ କରି ଲେଖିଛନ୍ତି, ଝାଡଖଣ୍ଡର ଜଣେ କରଦାତା ଭାବରେ ମୁଁ ଜାଣିବାକୁ ଚାହେଁ କାହିଁକି ଏତେ ବର୍ଷ ଧରି ଝାଡଖଣ୍ଡ ବିଦ୍ୟୁତ୍‌ ସଙ୍କଟ ଦେଇ ଗତି କରୁଛି? ଶକ୍ତି ସଞ୍ଚୟ କରିବାରେ ଆମେ ଆମର କାର୍ଯ୍ୟ କରୁଛୁ!
ସାକ୍ଷୀ ପ୍ରାୟ ଦୁଇ ବର୍ଷ ପୂର୍ବେ ଝାଡଖଣ୍ଡରେ ବିଦ୍ୟୁତ୍‌ କାଟ ବିଷୟରେ ଟୁଇଟ୍‌ କରିଥିଲେ। ସେତେବେଳେ ମଧ୍ୟ ରାଜ୍ୟରେ ପ୍ରାୟ ୪ ରୁ ୭ ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ ହେଉଥିବା ସେ ଅଭିଯୋଗ କରିଥିଲେ।

https://twitter.com/SaakshiSRawat/status/1174641094916595712


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri