‘୨୨ ଦିନ ହେଲା ଭାଜପାରୁ କେହି ଆସି ନାହାନ୍ତି ଆମ ପାଖକୁ’, ଅଭିଯୋଗ ଆଣିଲେ ମହିଳା ରେସଲର, ମହିଳା ଏମପିଙ୍କୁ ଲେଖିବେ ଚିଠି

ନୂଆଦିଲ୍ଲୀ,୧୪।୫: ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ମହିଳା ରେସଲରଙ୍କ ଆଖିରେ ପୁଣିଥରେ ଲୁହ ଦେଖିବାକୁ ମିଳିଛି। ଏହି ମହିଳା ରେସଲରମାନେ ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣିଛନ୍ତି। ସାକ୍ଷି ମଲିକ, ବଜରଙ୍ଗ ପୁନିଆ, ଭିନେଶ ଫୋଗାଟ ପ୍ରେସ କନଫରେନ୍ସ କରି କହିଛନ୍ତି, ୨୨ ଦିନ ହୋଇଗଲା ଏବେ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା)ର କେହି ଜଣେ ହେଲେ ନେତା ଆମ ନିକଟକୁ ଆସି ନାହାନ୍ତି।
ଅଲିମ୍ପିକ ପଦକ ବିଜେତା ସାକ୍ଷି ମଲିକ କହିଛନ୍ତି ସୋମବାର ଆମେ ଭାଜପା ମହିଳା ଏମପିକୁ ଚିଠି ଲେଖି ସହଯୋଗ ମାଗିବୁ। ତାଙ୍କ ଘରକୁ ଚିଠି ପଠାଇବୁ। ଆମକୁ ସବୁ ସମାଜର ଲୋକଙ୍କ ସହଯୋଗ ଦରକାର। ଆମେ ଯେଉଁ ଅଭିଯୋଗ ଆଣିଛୁ ତାହା ଠିକ, ସେଥିପାଇଁ ଆପଣ ସମସ୍ତେ ଆମ ସପକ୍ଷରେ ଆସନ୍ତୁ। ଭିନେଶ ଫୋଗାଟ ଅପିଲ କରିଛନ୍ତି, ମଙ୍ଗଳବାର ସମସ୍ତେ ନିଜ ନିଜ ଜିଲା ମୁଖ୍ୟାଳୟକୁ ଯାଇ ଅଭିଯୋଗ କରନ୍ତୁ, ଆମର ସମର୍ଥନରେ ୧୬ ମେ’ରେ ସତ୍ୟାଗ୍ରହ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri