Odisha Elections 2024

‘ବ୍ରିଜ୍‌ ଭୂଷଣଙ୍କ ଲୋକ ଫୋନ କରି ଧମକ ଦେଉଛନ୍ତି’, ସୁରକ୍ଷା ପାଇଁ ସରକାରଙ୍କୁ ଅପିଲ କଲେ ସାକ୍ଷୀ

ନୂଆଦିଲ୍ଲୀ,୩।୧: ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ବ୍ରିଜ୍‌ ଭୂଷଣ ସିଂଙ୍କ ବିରୋଧରେ ଅଭିଯୋଗ ଆଉ ଏକ ଅଭିଯୋଗ ଆଣିଛନ୍ତି ସାକ୍ଷୀ ମଲିକ। ସେ କହିଛନ୍ତି, ବ୍ରିଜ୍‌ ଭୂଷଣଙ୍କ ଲୋକ ତାଙ୍କୁ ଫୋନ କରି ଧମକ ଦେଉଛନ୍ତି।
ଏକ ଖବରଦତା ସମ୍ମିଳନୀରେ ସେ କହିଛନ୍ତି, ବ୍ରିଜଭୂଷଣଙ୍କ ଲୋକ ମୋ ମା’ଙ୍କୁ ଧମକ ଦେଉଛନ୍ତି। ଆମର ସୁରକ୍ଷା ହେଉଛି ସରକାରଙ୍କ ଦାୟିତ୍ୱ। ବ୍ରିଜଭୂଷଣଙ୍କ ଲୋକ ପୁନର୍ବାର ସକ୍ରିୟ ହୋଇଛନ୍ତି। ଆମ ପରିବାର ପ୍ରତି ବିପଦ ରହିଛି। ଫେଡେରେସଶନ ରଦ୍ଦ ଉପରେ ସେ କହିଛନ୍ତି, ସଞ୍ଜୟ ସିଂ ଫେଡେରେଶନରେ ହସ୍ତକ୍ଷେପ କରିବା ଉଚିତ୍‌ ନୁହେଁ। ଯଦି ନୂଆ ଫେଡେରେଶନ ପୁଣି ଆସେ ତେବେ ଆମର କୌଣସି ଅସୁବିଧା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

ବଡ଼ କଥା କହିଦେଲେ କେଜ୍‌ରିଓ୍ବାଲ, ଜୁନ୍‌ ୪ରେ ଇଣ୍ଡିଆ ମେଣ୍ଟ…

ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍‌ ୪ ତାରିଖରେ ଯାଉଛନ୍ତି।...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri