Posted inଖେଳ

ସ୍ବାମୀଙ୍କ ଅପେକ୍ଷା ଏହି ଜିନିଷକୁ ବେଶି ଭଲପାଆନ୍ତି ସାକ୍ଷୀ ଧୋନୀ

ଯେବେଠାରୁ ସୋସିଆଲ ମିଡିଆର କ୍ରେଜ୍‌ ବଢ଼ିଛି ସେବେଠାରୁ ସେଲିବ୍ରିଟିଙ୍କ ଜୀବନ ସହ ଜଡିତ ଅନେକ ରହସ୍ୟ ବିଷୟରେ ଜଣାପଡ଼ିଯାଉଛି। ପୂର୍ବରୁ କେବଳ ଟିଭି, ଖବରକାଗଜ ଏବଂ ମାଗାଜିନ ମାଧ୍ୟମରେ କଳାକାରଙ୍କ ବିଷୟରେ ଅନେକ କଥା ଜଣାପଡ଼ୁଥିଲା। ମାତ୍ର ଏବେ ସୋସିଆଲ ମିଡିଆରୁ କଳାକାରଙ୍କ ଜୀବନ ବିଷୟରେ ସବୁକିଛୁ ଜଣାପଡ଼ୁଛି। ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଇନ୍‌ଷ୍ଟାଗ୍ରାମ୍‌ରେ ବହୁତ ସକ୍ରିୟ। ଇନ୍‌ଷ୍ଟାଗ୍ରାମ୍‌ରେ ତାଙ୍କର ଫଟୋ ଦେଖିବା ପରେ ସ୍ପଷ୍ଟ ଜଣାପଡ଼ିଯାଉଛି ଯେ, ସେ କେଉଁ ଜିନିଷକୁ ବେଶି ଭଲ ପାଉଛନ୍ତି। ତାହା ହେଉଛି ସନ୍‌ଗ୍ଲାସ୍‌। ସାକ୍ଷୀଙ୍କ ପ୍ରାୟ ସମସ୍ତ ଫଟୋରେ ତାଙ୍କର ଷ୍ଟାଇଲିଷ୍ଟ ଚଷମା ଦେଖିବାକୁ ମିଳୁଛି। ସେ ଷ୍ଟାଇଲ ଚଷମା ଲଗାଇବାକୁ ବହୁତ ଭଲ ପାଆନ୍ତି। ସବୁ ସମୟରେ ତାଙ୍କୁ ଭିନ୍ନ ଭିନ୍ନ ପ୍ରକାରର ଚଷମା ଲଗାଉଥିବାର ଦେଖିବାକୁ ମିଳିଛି। ଇନ୍‌ଷ୍ଟାଗ୍ରାମ୍‌ରେ ସାକ୍ଷୀଙ୍କର ୪.୪ ମିଲିୟନ ଫଲୋଅର୍ସ ରହିଛନ୍ତି। ତାଙ୍କର ପ୍ରତ୍ୟେକ ଫଟୋକୁ ଲକ୍ଷ ଲକ୍ଷ ଲାଇକ୍‌ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ବିବାଦ ଉପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଭାରତ ମଧ୍ୟସ୍ଥତା ଚେଷ୍ଟା….

ନୂଆଦିଲ୍ଲୀ,୨୨ା୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ…

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧)…

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ଯାଉଥିବା ଆମ୍ବୁଲାନ୍ସ ମଝି ରାସ୍ତାରେ ଘଟାଇଲା ଦୁର୍ଘଟଣା…

ମୁନିଗୁଡା,୨୨।୪ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତ ଅଧୀନ ଆଙ୍କୁଲପଦର ଗ୍ରାମ ନିକଟରେ ଜଣେ ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ମୁନିଗୁଡ଼ାରୁ ଆମ୍ବୁଲାନ୍ସ…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୨।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri