ଏହି ଦିନ ଓଟିଟିକୁ ଆସିବ ‘ସଲାମ ଭେଙ୍କି’

ମୁମ୍ବାଇ: ଚମତ୍କାର ଅଭିନୟ ସହିତ ବଲିଉଡରେ ଏକ ପରିଚୟ ସୃଷ୍ଟି କରିଥିବା କାଜୋଲ ଫେବୃୟାରୀ ୧୦ରେ ଓଟିଟିରେ ହଇଚଇ ସୃଷ୍ଟି କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବାସ୍ତବରେ, ଅଭିନେତ୍ରୀଙ୍କ ଚଳଚ୍ଚିତ୍ର ‘ସଲାମ ଭେଙ୍କି’ ଫେବୃୟାରୀ ୧୦ ରେ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ଚଳଚ୍ଚିତ୍ରରେ କାଜୋଲ ଜଣେ ମାତା ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରଟି ୯ ଡିସେମ୍ବର ୨୦୨୨ ରେ ସିନେମାଘରେ ମୁକ୍ତିଲାଭ କରିଥିଲା। ହେଲେ ଦର୍ଶକ ‘ସଲାମ ଭେଙ୍କି’ ର ଓଟିଟି ରିଲିଜ୍‌କୁ ଦୀର୍ଘ ସମୟ ଧରି ଅପେକ୍ଷା କରିଥିଲେ। ବର୍ତ୍ତମାନ ଖୁବ୍‌ଶୀଘ୍ର ଦର୍ଶକଙ୍କ ଏହି ଅପେକ୍ଷା ଶେଷ ହେବାକୁ ଯାଉଛି। ଖବର ଅନୁଯାୟୀ, ଫେବୃୟାରୀ ୧୦ରେ ଓଟିଟି ପ୍ଲାଟଫର୍ମ ଜି-୫ରେ ମୁକ୍ତିଲାଭ କରିବ।

ଏହି ଅବସରରେ କାଜୋଲ କହିଛନ୍ତି , ‘ସଲାମ ଭେଙ୍କି’ରେ ସୁଜାତାର ଭୂମିକାରେ ଅଭିନୟ କରିବା ମୋ ପାଇଁ ଏକ ବଡ଼ କଥା। ମୁଁ ଏହି ଚଳଚ୍ଚିତ୍ରରୁ ଜାଣିଲି ଯେ ଜୀବନରେ କେତେବେଳେ କ’ଣ ହେବ ଜଣାନାହିଁ। ଏହି କାରଣରୁ ମୁଁ ଅନୁଭବ କରୁଛି ଯେ ଅତୀତ ଏବଂ ଭବିଷ୍ୟତର ଟେନସନ ନେବାରକୌଣସି ଆବଶ୍ୟକତା ନାହିଁ ଏବଂ ଜୀବନକୁ ଖୁସିରେ ବଞ୍ଚିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri