ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗ୍ରାଣ୍ଟ-ଇନ୍‌-ଏଡ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍‌-ଏଡ୍‌ ବଢ଼ିବା ସହ ପିଛିଲା ଭାବେ ୨୦୨୨ ଜାନୁୟାରୀ ପହିଲାରୁ ଏହା ଲାଗୁ ହେବ। ଏହା ଦ୍ୱାରା ରାଜ୍ୟର ୧୫,୭୭୧ ଜଣ ଶିକ୍ଷକ ଓ କର୍ମଚାରୀ ଉପକୃତ ହେବେ। ବର୍ଦ୍ଧିତ ଦରମା ପାଇଁ ସରକାର ବାର୍ଷିକ ୨୯୦ କୋଟି ଟଙ୍କା ବ୍ୟୟ କରିବେ।

ସେହିପରି ୨ଟି ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ଅନୁମୋଦନ ମିଳିଥିବା ବେଳେ ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନରେ କ୍ୟାବିନେଟ ମୋହର ବାଜିଛି। ମୋଟ୍‌ ୧୨ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ୫ ବର୍ଷରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri