ବହୁଭାଷୀ ଶିକ୍ଷକଙ୍କ ଦରମା ବୃଦ୍ଧି

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟ ସରକାର ବହୁଭାଷୀ ଶିକ୍ଷକଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ପୂର୍ବରୁ ବହୁଭାଷୀ ଶିକ୍ଷକଙ୍କ ଦରମା ୩,୨୦୦ ଟଙ୍କା ଥିବାବେଳେ ଏବେ ତାହାକୁ ୫,୩୭୯ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନେ ନିଜର ଦାୟିତ୍ବକୁ ସୁଚାରୁରୂପେ ନିର୍ବାହ କରୁଥିବା ବହୁଭାଷୀ ଶିକ୍ଷକମାନେ ବର୍ତ୍ତମାନ ପରିସ୍ଥିତିରେ ମାସିକ ୩,୨୦୦ ଟଙ୍କାରେ ଅସୁବିଧାରେ ଚଳୁଥିବା ଜାଣିବା ପରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri