ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା, ଭତ୍ତା ବଢ଼ିବ । ଆଜି ଗୃହରେ ସଂସଦୀୟ ବ୍ୟପାର ମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବିଲ ଉପସ୍ଥାପନ କରିବେ ।
ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା, ଭତ୍ତା ବଢ଼ିବ । ଆଜି ଗୃହରେ ସଂସଦୀୟ ବ୍ୟପାର ମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବିଲ ଉପସ୍ଥାପନ କରିବେ ।
ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…
ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…
ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…
ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…
ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…
ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍ରେ…
ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…
ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ରେ ଆଉ ଥରେ…