ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା, ଭତ୍ତା ବଢ଼ିବ । ଆଜି ଗୃହରେ ସଂସଦୀୟ ବ୍ୟପାର ମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବିଲ ଉପସ୍ଥାପନ କରିବେ ।

Dharitri – The Largest & Most Trusted Odia Daily