ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଖପ୍ରଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ସୁନାମୁଦି ସ୍ବାସ୍ଥ୍ୟ ଉପକେନ୍ଦ୍ରର ଏଏନ୍‌ଏମ ମମତା ଭୋଇ, ମଧ୍ୟସ୍ଥି ଆଲୋକ ଅଗ୍ରୱାଲ ଓ ଶିଶୁକୁ ନେଇଥିବା ରାଜକୁମାର ମିତ୍ତଲଙ୍କୁ ପୋଲିସ ଗିରଫ କରି ଶନିବାର ପାଟଣାଗଡ କୋର୍ଟ ଚାଲାଣ କରିଥିଲା । ଜାମିନ ନାମଞ୍ଜୁର ହେବାରୁ ୩ ଜଣଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଘଟଣାକୁ ନେଇ ବଲାଙ୍ଗୀର ସିଡବ୍ଲ୍ୟୁସି ମେମ୍ବର ଡ.ସନ୍ଧ୍ୟାରାଣୀ ପଣ୍ଡା ଏବଂ ଏସ. ଲତା ଲାଠୋର ଥାନାରେ ଏତଲା ଦେଇଥିଲେ । ଏହି ଏତଲାକୁ ଭିତ୍ତି କରି ପୋଲିସ ଲାଠୋର ଥାନାରେ ନଂ ୨୪୯/୨୪ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri