ସାଲେପୁର ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ମଧ୍ୟ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଧାୟକ କରୋନା ଆକ୍ରାନ୍ତ ହେବା ପରେ ପ୍ରଶାସନର ଚିନ୍ତା ବଢ଼ିଯାଇଛି। କାରଣ ବିଧାୟକ ଅନେକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଗତ ଶୁକ୍ରବାର ହୋଇଥିବା ଷ୍ଟାଣ୍ଡିଂ କମିଟି ବୈଠକରେ ସେ ଯୋଗ ଦେଇଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ସଙ୍କଟ ପାଇଁ ସରକାରୀ ନୀତି ଦାୟୀ

ବ୍ରହ୍ମପୁର ଅଫିସ୍‌,୩୧ା୭- ଅଖିଳ ଭାରତ କିଶାନ୍‌ ମଜଦୁର ସଭା (ଏଆଇକେଏମ୍‌ଏସ୍‌)ର ଦୁଇଦିନିଆ ସର୍ବଭାରତୀୟ ସାଧାରଣ ପରିଷଦ ଅଧିବେଶନ ମଙ୍ଗଳବାରଠାରୁ ପ୍ରକାଶମ୍‌ ହଲ୍‌ରେ ଆରମ୍ଭ ହୋଇଛି। ସଂଗଠନର...

ଅର୍ଦ୍ଧାହାରରେ ବିତୁଛି ଦିନ

ହାଟଡିହୀ, ୪।୯(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ବିଧବା ମହିଳା ବାସନ୍ତୀ ମଣ୍ଡଳ(୫୫) ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ତାଙ୍କ ସ୍ବାମୀ...

ରାଜ୍ୟ ମାନବାଧିକାର ଆୟୁକ୍ତ ପଦ ଖାଲି ପ୍ରସଙ୍ଗ: ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ ବିଭିନ୍ନ ପଦବୀ ପୂରଣ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଅନ୍ତ ଘଟିଛି। ରାଜ୍ୟ ସରକାର ମାନବାଧିକାର ଆୟୁକ୍ତ ପଦବୀ...

ନନ୍‌-ସିଡ୍ୟୁଲ ବିମାନକୁ ଭୁବନେଶ୍ବରରେ ମିଳିବନି ଅବତରଣ ଅନୁମତି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ଅନ୍ତର୍ଜାତୀୟ ବିମାନ ଯାତ୍ରା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କିନ୍ତୁ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’ ପାଇଁ ଏବେ ସରକାର...

ବ୍ରହ୍ମପୁର ୪ ଦିନ ପାଇଁ ଶଟ୍‌ଡାଉନ୍‌

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.)- ବ୍ରହ୍ମପୁର ମହାନଗରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ସହରରେ କରୋନା ସଂକ୍ରମଣ ଚେନ୍‌ ଭାଙ୍ଗିବା ପାଇଁ ଆସନ୍ତା ୨୭ରୁ ୩୦...

କାନ୍ଥ ଦେଉଛି କରୋନା ସଚେତନତା ବାର୍ତ୍ତା

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଏଥିରୁ ବାଦ୍‌ ପଡିନି ଖୋର୍ଦ୍ଧା ପୌରାଞ୍ଚଳ। ଜନ ସଚେତନତା ଉଦ୍ଦେଶ୍ୟରେ ପୌରାଞ୍ଚଳ...

ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।...

ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧଦେବ ଗିରଫ: ବନ୍ଧୁକ, ଗୁଳି, ମୋବାଇଲ ଜବତ

ବରଗଡ଼ ଅଫିସ,୭।୧୦: ବରଗଡ଼ ଟାଉନ ଥାନା ପୋଲିସ ସୋମବାର ସହର ଉପକଣ୍ଠ ଘୁଲିପାଲି ନିକଟରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି। ସେ ହେଲେ ଝାରସୁଗୁଡ଼ା...

Advertisement


Archives

Model This Week