ହେଲେନଙ୍କ ସହ ଦ୍ୱିତୀୟ ବିବାହ ଉପରେ ନୀରବତା ଭାଙ୍ଗିଲେ ସଲିମ୍‌ ଖାନ

ମୁମ୍ବାଇ: ଅଭିନେତ୍ରୀ ହେଲେନଙ୍କ ସହ ବଲିଉଡ ଇଣ୍ଡଷ୍ଟ୍ରିର ଭେଟେରାନ ସ୍କ୍ରିନ ରାଇଟର୍‌ ସଲିମ୍‌ ଖାନଙ୍କ ପ୍ରେମ କାହାଣୀ ଏକ ଚଳଚ୍ଚିତ୍ରଠାରୁ କମ୍‌ ନୁହେଁ। ବିବାହ ସତ୍ତ୍ୱେ ସଲିମ୍‌ ହେଲେନଙ୍କୁ ଭଲ ପାଉଥିଲେ ଏବଂ ପରେ ୧୯୮୧ ମସିହାରେ ତାଙ୍କୁ ବିବାହ କରିଥିଲେ। ହେଲେ ଏତେ ବର୍ଷେ ପରେ ସଲିମ୍‌ ଖାନ ହେଲେନଙ୍କ ସହ ଥିବା ସମ୍ପର୍କ ଉପରେ ନୀରବତା ଭାଙ୍ଗିଛନ୍ତି। ସେ କହିଛନ୍ତି ଯେ, ଏହା ଏକ ଭାବପ୍ରବଣ ଦୁର୍ଘଟଣା, ଯାହା କାହା ସହିତ ବି ହୋଇପାରେ ।
ବାସ୍ତବରେ, ଅରବାଜ ଖାନ ‘ଦି ଇନଭିନ୍ସିବଲ୍ସ’ ନାମକ ଏକ ନୂଆ ଚାଟ ଶୋ ସହିତ ଆସୁଛନ୍ତି। ଏହି ଶୋ’ର ପ୍ରଥମ ଅତିଥି ତାଙ୍କ ବାପା ସଲିମ୍‌ ଖାନଙ୍କ ବ୍ୟତୀତ ଆଉ କେହି ନୁହଁନ୍ତି। ବର୍ତ୍ତମାନ ଶୋ’ର ପ୍ରଥମ ଏପିସୋଡର ଟିଜର ସାମ୍ନାକୁ ଆସିଛି, ଯେଉଁଥିରେ ଅରବାଜ ସଲିମ୍‌ଙ୍କ ସହିତ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ବିଷୟରେ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଛି। ଅରବାଜ ବାପା ସଲିମ୍‌ଙ୍କୁ ହେଲେନଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ପଚାରିଛନ୍ତି, ଯେଉଁଥିରେ ସେ ଉତ୍ତର ଦେଇଛନ୍ତି, ସେ ବି ଛୋଟ ଥିଲେ, ମୁଁ ବି ଛୋଟ ଥିଲି। ମୋର କୌଣସି ଖରାପ ଉଦ୍ଦେଶ୍ୟ ନ ଥିଲା। ଏହା ଏକ ଇମୋଶନାଲ ଦୁର୍ଘଟଣା। କାହା ସହିତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri