ଗୋଟିଏ ବିଜ୍ଞାପନ ପାଇଁ ସଲମାନ ନେଇଥାନ୍ତି ଏତିକି କୋଟି

ମୁମ୍ବାଇ: ଯେକୌଣସି ଉତ୍ପାଦର ବିଜ୍ଞାପନ ପାଇଁ ବଲିଉଡ୍‌ ଷ୍ଟାର୍‌ମାନେ ମୋଟା ଅଙ୍କର ଅର୍ଥ ରୋଜଗାର କରିଥାନ୍ତି। ଏହି ତାଲିକାରେ ଅକ୍ଷୟ କୁମାରଙ୍କ ନାମ ସବୁଠୁ ଆଗରେ ଥିବା ବେଳେ ସଲମାନ ଏବେ ଏହି ରେକର୍ଡକୁ ଭାଙ୍ଗିଛନ୍ତି। ଇଣ୍ଡଷ୍ଟ୍ରିରେ ବେଶ୍‌ ନାଁ କମାଇଥିବା ସଲମାନ ବିଜ୍ଞାପନ ଦୁନିଆରୁ ବି ଖୁବ୍‌ ରୋଜଗାର କରୁଛନ୍ତି।
ସଲମାନ ଗୋଟିଏ ବିଜ୍ଞାପନ ପାଇଁ ପ୍ରତିଦିନ ୭ କୋଟି ଟଙ୍କା ନେଉଛନ୍ତି। ଜଣେ ଭାରତୀୟ କଳାକାର ହିସାବରେ ଆଜିପର୍ଯ୍ୟନ୍ତ ବିଜ୍ଞାପନରେ ଏତେ ଟଙ୍କା କେହି ନେଇ ନାହାନ୍ତି। ଅତି ବେଶିରେ ବିଜ୍ଞାପନ ବାବଦରେ ଭାରତୀୟ ଫିଲ୍ମ କଳାକାରଙ୍କୁ ୩ରୁ ୪ କୋଟି ପର୍ଯ୍ୟନ୍ତ ଟଙ୍କା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହୋଇନି ମହାମାରୀ: କମଲ ହାସନ

ମୁମ୍ବାଇ,୨୨ ।୧୧: ବଲିଉଡ ଅଭିନେତା କମଲ ହାସନଙ୍କ ପ୍ରଶଂସକଙ୍କ ପାଇଁ ଏକ ଚମକାଇବା ଭଳି ଖବର ଆସିଛି । ଅଭିନେତା ନିକଟରେ ଆମେରିକାରୁ ଫେରିଥିବା ବେଳେ...

ମାଲାୟାଲମ ଅଭିନେତା ଶକ୍ତିମାନ ହେବାରୁ ରାଗିଲେ ମୁକେଶ: କହିଲେ ନେଇପାରେ ଆଇନଗତ କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ: ମାଲାୟାଲମ ଫିଲ୍ମ ନିର୍ଦ୍ଦେଶକ ଓମାର ଲୁଲୁଙ୍କୁ ବରିଷ୍ଠ ଅଭିନେତା ମୁକେଶ ଖାନ୍ନାଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ନିର୍ଦ୍ଦେଶକ ଓମାର ଲୁଲୁ ନିଜର ଅପ୍‌...

ପରଫେକ୍ଟ ଜେଣ୍ଟଲମ୍ୟାନ ଖୋଜୁଛନ୍ତି ତ୍ରିଶାଳା

ମୁମ୍ବାଇ: ସବୁବେଳେ ଦେଖାଯାଇଛି କି ବଲିଉଡ୍ ଷ୍ଟାର କିଡ୍‌ମାନେ ନିଜ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ବଲିଉଡ୍‌ରେ ପ୍ରବେଶ କରିବାକୁ ବହୁ ଚେଷ୍ଟା କରିଥାଆନ୍ତି ।...

ପ୍ରଥମ ଦେଖାରେ ସାୟାରାଙ୍କୁ ଭଲ ପାଇ ବସିଥିଲେ ଏ.ଆର୍‌.ରହମାନ୍‌…

ମୁମ୍ବାଇ,୬।୧: ସଙ୍ଗୀତକାର ଏ.ଆର୍‌.ରହମାନ୍‌ଙ୍କୁ ବୁଧବାର ୫୩ ବର୍ଷ ପୂରଣ ହୋଇଛି। ସେ ୫୪ରେ ପାଦ ଦେଇଛନ୍ତି। ୧୯୬୭ ଜାନୁୟାରୀ ୬ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର...

ହ୍ରିତିକ୍‌ଙ୍କ ଲୁକ୍‌ ଦେଖି ଫିଦା ହେଲେ କ୍ୟାଟ୍ରିନା,ଫଟୋ ଶେୟାର କରି ଲେଖିଲେ…

ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ ଲୁକ୍‌ ଏବଂ ଅଭିନୟକୁ ନେଇ ଚର୍ଚ୍ଚାରେ ଥାନ୍ତି। ନିକଟରେ ଅଭିନେତା ବିକି କୌଶଲଙ୍କ ସହ ତାଙ୍କ ବିବାହ ହୋଇଥିଲା। ହେଲେ...

ଡେବ୍ୟୁ ପରେ ହ୍ରିତିକ୍‌ଙ୍କ ପାଇଁ ଆସିଥିଲା ୩୦ହଜାର ବିବାହ ପ୍ରସ୍ତାବ

ବମ୍ବେ: ଆଜିକୁ ୨୦ ବର୍ଷ ତଳେ ଫିଲ୍ମ ‘କହୋନା ପ୍ୟାର୍‌ ହେ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତା ହ୍ରିତିକ୍‌ ରୋଶନ। ଫିଲ୍ମଟି ସୁପରହିଟ୍‌ ହେବା...

ଜ୍ୟାକଲିନଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ…

ନୂଆଦିଲ୍ଲୀ, ୨୬।୯ : ୨୦୦ କୋଟି ଠକେଇ ମାମଲାରେ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ପଟିଆଲା ହାଉସ କୋର୍ଟରେ ମଧ୍ୟବର୍ତ୍ତୀ କାଳୀନ ଜାମିନ ମିଳିଛି। ଏଥି ସହିତ...

ଏବେ ପରିଣୀତି କରୁଛନ୍ତି କ’ଣ

ପରିଣୀତି ଚୋପ୍ରାଙ୍କ ମୁଣ୍ଡକୁ ଏକ ନୂଆ ଆଇଡିଆ ଜୁଟିଛି। ଏଣିକି ସେ ଗାର୍ଡେନିଂ ପ୍ରତି କୁଆଡେ ମନୋନିବେଶ କରିବେ। କେବଳ ସେତିକି ନୁହେଁ, ପରିବେଶ ସୁରକ୍ଷା...

Advertisement
Archives

Model This Week