କେଆର୍‌କେଙ୍କ ବିରୋଧରେ ମାନହାନି ମୋକଦ୍ଦମା ଦାୟର କଲେ ସଲମାନ

ମୁମ୍ବାଇ: ଇଦ୍‌ ଅବସରରେ ରିଲିଜ୍‌ ହୋଇଥିବା ସଲମାନ ଖାନ୍‌ଙ୍କ ଫିଲ୍ମ ‘ରାଧେ ୟୋର୍‌ ମୋଷ୍ଟ୍‌ ଓ୍ବାଣ୍ଟେଡ୍‌ ଭାଇ’କୁ ମିଶ୍ରିତ ଫଳ ମିଳିଛି। ତେବେ ପରିସଂଖ୍ୟାନ ଅନୁଯାୟୀ, କେବଳ ଭାରତରେ ଫିଲ୍ମ ପ୍ରଥମ ଦିନରେ ୧୦୮କୋଟିରୁ ଅଧିକ ଆୟ କରିଥିଲା। ଏହି ଫିଲ୍ମ ପାଇଁ ସଲମାନଙ୍କୁ ବହୁତ ଟ୍ରୋଲ ବି କରାଯାଇଥିଲା।

ଅନେକ ଲୋକ ଏହି ଫିଲ୍ମକୁ ନାପସନ୍ଦ କରିଥିଲେ। ସେମାନଙ୍କ ମଧ୍ୟରେ କମଲ ଆର୍‌ ଖାନ (କେଆର୍‌କେ) ମଧ୍ୟ ଅଛନ୍ତି। ସେ ଟୁଇଟ୍‌ କରି ‘ରାଧେ’କୁ ବହୁତ ନିନ୍ଦା କରିଥିଲେ। ଯେଉଁଥିପାଇଁ ସଲମାନ କେଆର୍‌କେଙ୍କ ବିରୋଧରେ ମୁମ୍ବାଇ କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି। ଏନେଇ ସଲମାନ ଖାନଙ୍କ ଟିମ୍‌ ପକ୍ଷରୁ କମଲ ଆର୍‌ ଖାନ୍‌ଙ୍କୁ ଏକ ନୋଟିସ ଜାରି କରାଯାଇଛି। ଏହି ନୋଟିସ ଅନୁଯାୟୀ, ଗୁରୁବାର ସିଟି ସିଭିଲ କୋର୍ଟରେ ଅତିରିକ୍ତ ଅଧିବେଶନ ବିଚାରପତିଙ୍କ ନିକଟରେ ଜରୁରୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗାୟକ ସୋନୁ ନିଗମଙ୍କ ଉପରେ ଆକ୍ରମଣ

ମୁମ୍ବାଇ,୨୧ ।୨: ବଲିଉଡ ଗାୟକ ସୋନୁ ନିଗମ ଓ ତାଙ୍କ ବନ୍ଧୁ ରବ୍ୱାନି ମୁସ୍ତାଫା ଖାଁଙ୍କ ଉପରେ ଆକ୍ରମଣ ହୋଇଛି । ମୁମ୍ବାଇର ଚେମ୍ବୁର ଅଞ୍ଚଳରେ...

ତୃତୀୟ ଥର ଲାଗି ଆର୍ମୀ ଅଫିସର ଭୂମିକାରେ ବିକ୍କି

ମୁମ୍ବାଇ: ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌, ‘ରାଜି’, ‘ମଶାନ୍‌’ ପରି ହିଟ୍‌ ଚଳଚ୍ଚିତ୍ର ଦେବା ପରେ ଏବେ ଅଭିନେତା ବିକ୍କି କୌଶଲଙ୍କ ନିକଟରେ ପ୍ରଯୋଜକଙ୍କ ଲମ୍ବା...

ପରଫେକ୍ଟ ହସ୍‌ବ୍ୟାଣ୍ଡ ସିଦ୍ଧାର୍ଥ, ସ୍ତ୍ରୀଙ୍କ ଲାଗି…

ବମ୍ବେ: ପ୍ରେମର ସଫଳତା ବିବାହ ବୋଲି କୁହାଯାଏ। କିଛି ସେଭଳି ଘଟିଛି ବଲିଉଡର ଚର୍ଚ୍ଚିତ ଯୋଡ଼ି ସିଦ୍ଧାର୍ଥ ମଲହୋତ୍ରା ଏବଂ କିଆରା ଆଡଭାଣୀଙ୍କ କ୍ଷେତ୍ରରେ। କିଛି...

ବିରାଟଙ୍କ ପୁଷ୍ପା ଡ୍ୟାନ୍ସ ଭିଡିଓ ଶେୟାର କଲେ ସାମନ୍ଥା

ମୁମ୍ବାଇ: ପୁଷ୍ପା ଫିଲ୍ମର ଗୀତରେ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ଏବଂ ଅଭିନେତା ପ୍ରଭାସ ‘ଓ୍ବ ଓ୍ବ ଅଣ୍ଟାଓ୍ବା’ ଗୀତରେ ଡ୍ୟାନ୍ସ କରୁଥିଲେ। ଯାହାକୁ ଲୋକେ...

ବଲିଉଡ୍‌ର ଲଭର୍‌ବଏ ଥିଲେ ଏହି ଅଭିନେତା: ୩୦୮ଜଣଙ୍କୁ କରିଥିଲେ ଡେଟ୍‌

ବମ୍ବେ: ବଲିଉଡ୍‌ରେ ଅନେକ ପ୍ରେମ କାହାଣୀ ଗଢ଼ି ଉଠିଛି। ସେଥିରୁ କିଛି ସଫଳ ତ କିଛି ହୋଇଛି ବିଫଳ। ଏହାକୁ ନେଇ ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି...

ନିଜ ଛାଇ ଫଟୋ ଶେୟାର କଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ନିଜର ଦମ୍‌ଦାର ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଛପାକ’ରେ ତାଙ୍କ ଅଭିନୟକୁ ଦର୍ଶକ...

ଆସିବ କମେଡି କିଙ୍ଗ କପିଲ ଶର୍ମାଙ୍କ ବାୟୋପିକ୍‌

ମୁମ୍ବାଇ: ବଡ ପରଦାରେ ଆସିବ କମେଡି କିଙ୍ଗ କପିଲ ଶର୍ମାଙ୍କ ବାୟୋପିକ୍ । କପିଲଙ୍କ ପପୁଲାରିଟି କେବଳ ଦେଶ କାହିଁକି ବିଦେଶରେ ବି ରହିଛି ।...

‘ସିନେମାର କାହାଣୀ ଭଳି ମୋ ଜୀବନ’

ମୁମ୍ବାଇ: କୋଲକାତାର ରେଳଷ୍ଟେଶନ୍‌ରେ ସିନେମା ଗୀତ ଗାଇ ଭିକ ମାଗୁଥିବା ରାନୁ ମଣ୍ଡଳ ବର୍ତ୍ତମାନ ମୁମ୍ବାଇ ସଂଗୀତ ଜଗତର ଅନ୍ୟତମ ସେଲିବ୍ରିଟି। ତାଙ୍କ ଗାୟନ ଶୈଳୀକୁ...

Advertisement
Archives

Model This Week