ଇନ୍‌ଷ୍ଟାଗ୍ରାମ୍‌ରେ ଏହି ୩୬ ଜଣଙ୍କୁ ସଲମାନ କରନ୍ତି ଫଲୋ, ଏଥିରେ ଏକ୍ସ-ଗର୍ଲଫ୍ରେଣ୍ଡ ବି ଅଛନ୍ତି

ମୁମ୍ବାଇ: ସାରା ବିଶ୍ୱରେ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କର ବହୁ ଫ୍ୟାନ୍‌ ଫଲୋଅର୍ସ ଅଛନ୍ତି। ଭାଇଜାନଙ୍କ ପ୍ରଶଂସକଙ୍କର ଅଭାବ ନାହାନ୍ତି। ସେଥିପାଇଁ ତାଙ୍କ ପ୍ରଶଂସକମାନେ ଉତ୍ସାହର ସହିତ ତାଙ୍କ ଫିଲ୍ମକୁ ଅପେକ୍ଷା କରି ରହିଥାନ୍ତି। ସଲମାନ ମଧ୍ୟ ତାଙ୍କ ପ୍ରଶଂସକମାନଙ୍କୁ ବହୁତ ଭଲ ପଆନ୍ତି। ସେ ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ୍‌ ଥାନ୍ତି। ଇନ୍‌ଷ୍ଟାଗ୍ରାମରେ ତାଙ୍କର ବହୁତ ପ୍ରଶଂସକ ଅଛନ୍ତି। ଇନ୍‌ଷ୍ଟା ମାଧ୍ୟମରେ ତାଙ୍କ ପ୍ରଶଂସକମାନଙ୍କୁ ତାଙ୍କର ଅପଡେଟ୍‌ ଦେଇଥାନ୍ତି। ଅଧିକାଂଶ ସମୟରେ ସେ ତାଙ୍କର ଫଟୋ ଏବଂ ଭିଡିଓଗୁଡ଼ିକ ଶେୟାର କରିଥାନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ସଲମାନଙ୍କର ପ୍ରାୟ ୬୦ ମିଲିୟନ ଲୋକ ଇନ୍‌ଷ୍ଟାରେ ତାଙ୍କୁ ଫଲୋ କରନ୍ତି। ଆପଣ ଜାଣନ୍ତି କି ସଲମାନ ତାଙ୍କ ଇନ୍‌ଷ୍ଟାଗ୍ରାମରେ କେଉଁମାନଙ୍କୁ ଫଲୋ କରନ୍ତି? ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…

ସଲମାନ ତାଙ୍କ ଇନ୍‌ଷ୍ଟାଗ୍ରାମରେ ମାତ୍ର ୩୬ ଜଣଙ୍କୁ ଫଲୋ କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ତାଙ୍କର ଘନିଷ୍ଠ ବନ୍ଧୁ ଏବଂ କେହି କେହି ତାଙ୍କ ପରିବାର ସଦସ୍ୟ ।

ଏହି ଫଲୋଅର୍ସମାନଙ୍କ ମଧ୍ୟରେ ନମ୍ବର ୧ରେ କ୍ୟାଟ୍ରିନା କୈଫ, ୨ରେ ଜ୍ୟାକଲିନ ଫର୍ନାଡିସ, ୩ରେ ଫିଲ୍ମ ନିର୍ମାତା ରାଜୀବ ରାୟ, ୪ରେ ଇନ୍‌ଫିନିଟି ପ୍ଲାଟର, ତୁର୍କୀ ଆଲାଶିଖ, ହ୍ୟୁମାନ କ୍ଲଥିଂ, ଅୟାନ ଅଗ୍ନିହୋତ୍ରୀ, ଅଲିଜେହ ଅଗ୍ନିହୋତ୍ରୀ, ଅରହାନ ଖାନ, ନିର୍ବାଣ ଖାନ ପ୍ରମୁଖ ରହିଛନ୍ତି। ଫଜା, ରାଜେଶ ରାୟ, Being Strong Fitness Equipment, ଶେରା, ହୁସେନ ଦଲାଲ, ପ୍ରଶାନ୍ତ ଗୁଞ୍ଜାଲକର, କମଲ ଖାନ, ଜୋର୍ଡି ପଟେଲ, ସଂଗୀତା ବିଜ୍‌ଲାନି, ଡେଜି ଶାହା, ସୁରଜ ପଞ୍ଚୋଲି, ଆୟୁଷ ଶର୍ମା, ଅତୁଲ ଅଗ୍ନିହୋତ୍ରୀ, ଅର୍ପିତା ଖାନ ଶର୍ମା, ସୋହେଲ ଖାନ, ଅରବାଜ ଖାନ୍‌, ୟୁଲିଆ ବନ୍ତୁର ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri