ପ୍ରଶଂସକଙ୍କୁ ଇଦ୍‌ ଉପହାର ଦେଲେ ସଲମାନ

ସିନେମାପ୍ରେମୀଙ୍କ ପାଇଁ ଇଦ୍‌ ଅର୍ଥ ହେଉଛି ସଲମାନ ଖାନଙ୍କ ଫିଲ୍ମ ରିଲିଜ। କିନ୍ତୁ ଚଳିତ ବର୍ଷ ବଲିଉଡର ଭାଇଜାନଙ୍କ କୌଣସି ଫିଲ୍ମ ରିଲିଜ ହୋଇନାହିଁ। କିନ୍ତୁ ସଲ୍ଲୁ ତାଙ୍କ ପ୍ରଶଂସକଙ୍କୁ ଇଦ ଉପହାର ଦେଇଛନ୍ତି। ସଲମାନ ଇଦ ୨୦୨୫ ପାଇଁ ତାଙ୍କର ନୂଆ ଫିଲ୍ମ ନାଁ ଘୋଷଣା କରିଛନ୍ତି ।
ଇଦ ୨୦୨୫ରେ ବକ୍ସ ଅଫିସରେ ସଲମାନ ଜଲଓ୍ବା ଦେଖାଇବେ। ପ୍ରସିଦ୍ଧ ନିର୍ମାତା ସାଜିଦ ନାଦିଆୱାଲା ଏବଂ ଦୂରଦୃଷ୍ଟି ସମ୍ପନ୍ନ ନିର୍ଦ୍ଦେଶକ ଏ.ଆର.ମୁରୁଗାଦୋସଙ୍କ ସହଯୋଗରେ ଏକ ନୂଆ ଫିଲ୍ମ ଆଣିବାକୁ ଯାଉଛନ୍ତି। ଇଦ୍‌ର ବିଶେଷ ଉତ୍ସବରେ ନିର୍ମାତା ସଲମାନଙ୍କ ଫିଲ୍ମର ନାମ ଉନ୍ମୋଚନ କରିଛନ୍ତି। ସଲ୍ଲୁ ଇଦ ୨୦୨୫ରେ ‘ସିକନ୍ଦର୍‌’ ସହିତ ପରଦାକୁ କମ୍‌ବ୍ୟାକ୍‌ କରିବେ।
‘ସିକନ୍ଦର’ ପୂର୍ବରୁ ମଧ୍ୟ ନିର୍ମାତା ସାଜିଦ ନାଦିଆଡୱାଲା ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ଯୋଡି ଅନେକ ଫିଲ୍ମ ଭେଟି ଦେଇଛନ୍ତି। ଏହି ଯୋଡି ‘ଜୁଡୱା’, ‘ମୁଝ୍‌ସେ ସାଦି କରୋଗୀ’, ‘କିକ’ ଭଳି ସୁପରହିଟ ଚଳଚ୍ଚିତ୍ର ଦେଇଛନ୍ତ। ତେବେ କିକ ପରଠାରୁ ପ୍ରଶଂସକମାନେ ସଲମାନ ଏବଂ ସାଜିଦଙ୍କ ଫିଲ୍ମକୁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଏହି ଅପେକ୍ଷା ‘ସିକାନ୍ଦର୍‌’ର ଘୋଷଣା ସହିତ ଶେଷ ହୋଇଛି।

 

View this post on Instagram

 

A post shared by Salman Khan (@beingsalmankhan)


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri