ପୁଣିଥରେ ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି କ୍ୟାଟ୍ରିନା-ସଲମାନ

ମୁମ୍ବାଇ: ବଲିଉଡ୍‌ର ସୁପରହିଟ୍ ଯୋଡିଙ୍କ ମଧ୍ୟରୁ ଅନ୍ୟତମ ହେଉଛନ୍ତି କ୍ୟାଟ୍ରିନା କୈଫ ଓ ସଲମାନ ଖାଁ । ଉଭୟ ମେନେ କ୍ୟୁଁ ପ୍ୟାର କିୟା, ୟୁବରାଜ, ଏକ ଥା ଟାଇଗର, ଭାରତ ଓ ଟାଇଗର ଜିନ୍ଦା ହୈ ଭଳି ଫିଲ୍ମରେ ଅଭିନୟ କରି ସାରିଛନ୍ତି । କିଛିଦିନ ହେବ କରୋନା ମହାମାରୀର ଦ୍ୱିତୀୟ ଲହର ପାଇଁ ଶୁଟିଂ ବନ୍ଦଥିବା ବେଳେ ଏବେ ପୁଣିଥରେ ସଲମାନ ଓ କରିନାଙ୍କ ଅଭିନୀତ ଫିଲ୍ମ ଟାଇଗର-୩ର ଶୁଟିଂ ଆରମ୍ଭ ହେବାକୁ ଯାଉଛି । ଚଳିତ ମାସ ୨୩ ତାରିଖରୁ ଫିଲ୍ମର ଶୁଟିଂ ଆରମ୍ଭ ହେବ ବୋଲି ଜଣାପଡିଛି । ଏହା ପରେ ପରେ ଶୁଟିଂ ପାଇଁ ବିଦେଶ ଯିବାର ପ୍ଲାନିଂ ବି ହୋଇ ସାରିଥିବା ସୂଚନା ରହିଛି । ଏଥର କିନ୍ତୁ ଶୁଟିଂ ସେଟରେ ସମସ୍ତଙ୍କୁ ଦେଖିବାକୁ ମିଳିବ ନାହିଁ । କେବଳ ମୁଖ୍ୟ ଭୂମିକାରେ ଥିବା ଅଭିନେତା ଅଭିନେତ୍ରୀମାନେ ଶୁଟିଂ ସେଟ୍‌କୁୁ ଆସିବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri